ସାରସ୍ୱତ ସମାରୋହ: ଉନ୍ମୋଚିତ ହେଲା ଡ. ପୂର୍ଣ୍ଣଚନ୍ଦ୍ର ଦାଶଙ୍କ ଦୁଇ ଆଧ୍ୟାତ୍ମିକ ଗ୍ରନ୍ଥ ‘ଶ୍ରୀ ରାମାୟଣ’ ଓ ‘ଜଗନ୍ନାଥ ବିଳାସ ଚନ୍ଦ୍ରିକା’

ସାରସ୍ୱତ ସମାରୋହ: ଉନ୍ମୋଚିତ ହେଲା ଡ. ପୂର୍ଣ୍ଣଚନ୍ଦ୍ର ଦାଶଙ୍କ ଦୁଇ ଆଧ୍ୟାତ୍ମିକ ଗ୍ରନ୍ଥ ‘ଶ୍ରୀ ରାମାୟଣ’ ଓ ‘ଜଗନ୍ନାଥ ବିଳାସ ଚନ୍ଦ୍ରିକା’

ଭୁବନେଶ୍ୱର, ୨୯ ଜାନୁଆରୀ ୨୦୨୬: ରାଜଧାନୀ ଭୁବନେଶ୍ୱରସ୍ଥିତ ଲୋହିଆ ଏକାଡେମୀ ପରିସରରେ ଏକ ଭବ୍ୟ ସାରସ୍ୱତ ସମାରୋହରେ ଲେଖକ ଡ. ପୂର୍ଣ୍ଣଚନ୍ଦ୍ର ଦାଶଙ୍କ ଦ୍ୱାରା ରଚିତ ଦୁଇଟି ମହତ୍ତ୍ୱପୂର୍ଣ୍ଣ ଆଧ୍ୟାତ୍ମିକ ଗ୍ରନ୍ଥ “ଶ୍ରୀ ରାମାୟଣ” ଏବଂ “ଜଗନ୍ନାଥ ବିଳାସ ଚନ୍ଦ୍ରିକା” ଲୋକାର୍ପିତ ହୋଇଯାଇଛି। ଓଡ଼ିଆ ସାହିତ୍ୟ ଏବଂ ଆଧ୍ୟାତ୍ମିକ ପରମ୍ପରାକୁ ରୁଦ୍ଧିମନ୍ତ କରିବା ଲକ୍ଷ୍ୟରେ ଏହି ପୁସ୍ତକ ଦ୍ୱୟ ରଚନା କରାଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଫେସର କୁମରବର ଦାଶ ସଭାପତିତ୍ୱ କରି ଡ. ପୂର୍ଣ୍ଣ ଚନ୍ଦ୍ର ଦାଶଙ୍କ […]

Continue reading
କୁଟିଆ କନ୍ଧଙ୍କ ଜୀବନ ସଂଘର୍ଷକୁ ନେଇ ଖୋର୍ଧା ଜିଲ୍ଲାପାଳଙ୍କ ଉପନ୍ୟାସ ‘ପାର୍ଶ୍ଵସ୍ରୋତ’ ଉନ୍ମୋଚିତ

କୁଟିଆ କନ୍ଧଙ୍କ ଜୀବନ ସଂଘର୍ଷକୁ ନେଇ ଖୋର୍ଧା ଜିଲ୍ଲାପାଳଙ୍କ ଉପନ୍ୟାସ ‘ପାର୍ଶ୍ଵସ୍ରୋତ’ ଉନ୍ମୋଚିତ

ଭୁବନେଶ୍ୱର, ୨୯ ଜାନୁଆରୀ : ପ୍ରଶାସନିକ ଦାୟିତ୍ୱର ବ୍ୟସ୍ତତା ଭିତରେ ଜିଲ୍ଲାପାଳଙ୍କ ସାରସ୍ୱତ ସାଧନା। ଓଡ଼ିଶାର ଅନ୍ୟତମ ବିରଳ ଜନଜାତି ‘କୁଟିଆ କନ୍ଧ’ଙ୍କ ଅନାଲୋଚିତ ଜୀବନଶୈଳୀ, ସଂସ୍କୃତି ଓ ପରମ୍ପରାକୁ ନେଇ ରଚିତ ଉପନ୍ୟାସ ‘ପାର୍ଶ୍ଵସ୍ରୋତ’ ବୁଧବାର ସନ୍ଧ୍ୟାରେ ଉନ୍ମୋଚିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଦ୍ୱାରା ଲିଖିତ ଏହି ପ୍ରଥମ ଉପନ୍ୟାସଟି ଭୁବନେଶ୍ୱର ସ୍ଥିତ ବୁଦ୍ଧ ମନ୍ଦିର ଅଡିଟୋରିୟମଠାରେ ଏକ ସ୍ୱତନ୍ତ୍ର ସାରସ୍ୱତ ସମାରୋହରେ ଉନ୍ମୋଚିତ ହୋଇଛି।ଜନଜାତି ଜୀବନର ଜୀବନ୍ତ ଦଲିଲ୍‘ପାର୍ଶ୍ଵସ୍ରୋତ’ ପୁସ୍ତକଟି କେବଳ […]

Continue reading
ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ରଚିତ ପ୍ରଥମ ଉପନ୍ୟାସ ‘ପାର୍ଶ୍ୱସ୍ରୋତ’ ଉନ୍ନୋଚିତ

ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ରଚିତ ପ୍ରଥମ ଉପନ୍ୟାସ ‘ପାର୍ଶ୍ୱସ୍ରୋତ’ ଉନ୍ନୋଚିତ

ଖୋର୍ଦ୍ଧା ଜିଲ୍ଲାପାଳ ତଥା ଆଇଏଏସ୍‌ ଅଧିକାରୀ ଅମ୍ରିତ ଋତୁରାଜଙ୍କ ରଚିତ ପ୍ରଥମ ଉପନ୍ୟାସ ‘ପାର୍ଶ୍ୱସ୍ରୋତ’ର ଉନ୍ମୋଚନ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ବୁଦ୍ଧ ମନ୍ଦିର ଅଡିଟୋରିୟମ ପରିସରରେ ଅନୁଷ୍ଠିତ ହୋଇଛି । ଶ୍ରୀ ଅମ୍ରିତ ଋତୁରାଜ ଜଣେ ଅଭିଜ୍ଞ ପ୍ରଶାସକ ଭାବେ ପରିଚିତ ହେଲେ ମଧ୍ୟ ସାହିତ୍ୟ କ୍ଷେତ୍ରରେ ତାଙ୍କର ପ୍ରତିଭା ଅନନ୍ୟ। ‘ପାର୍ଶ୍ୱସ୍ରୋତ’ ଉପନ୍ୟାସଟି କୁଟିଆ କନ୍ଧ ଜନଜାତିର ଜୀବନଶୈଲୀ, ସଂସ୍କୃତି, ପରମ୍ପରା ଓ ପ୍ରକୃତି ସହିତ ସମ୍ପର୍କକୁ ଅତ୍ୟନ୍ତ ସୁନ୍ଦର ଓ ପ୍ରାମାଣିକ ଭାବେ ଚିତ୍ରଣ କରିଛି। […]

Continue reading
ସଂପ୍ରସାରଣ ହେବ ସମ୍ବଲପୁର ଲପଙ୍ଗା ସ୍ଥିତ ହିଣ୍ଡୋଲକୋ ଆଲୁମିନା ପ୍ଲାଣ୍ଟ – ମୁଖ୍ୟମନ୍ତ୍ରୀ

ସଂପ୍ରସାରଣ ହେବ ସମ୍ବଲପୁର ଲପଙ୍ଗା ସ୍ଥିତ ହିଣ୍ଡୋଲକୋ ଆଲୁମିନା ପ୍ଲାଣ୍ଟ – ମୁଖ୍ୟମନ୍ତ୍ରୀ

ସଂପ୍ରସାରଣ ହେବ ସମ୍ବଲପୁର ଲପଙ୍ଗା ସ୍ଥିତ ହିଣ୍ଡୋଲକୋ ଆଲୁମିନା ପ୍ଲାଣ୍ଟ ।  ୨୭ହଜାର କୋଟି ଟଙ୍କା ବ୍ୟୟରେ ହେବ ସଂପ୍ରସାରଣ ।  ଏହା ମାଧ୍ୟମରେ ୫୦୧୨ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ସମ୍ବଲପୁର ଲପଙ୍ଗା ହିଣ୍ଡୋଲକୋ ଆଲୁମିନା ପ୍ଲାଣ୍ଟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅତ୍ୟାଧୁନିକ ଫ୍ଲାଟ ରୋଲଡ ପ୍ରଡକ୍ଟ ୟୁନିଟର ଲୋକାର୍ପଣ କରିଛନ୍ତି ।  ଏହା ଭାରତର ପ୍ରଥମ ଫ୍ଲାଟ ରୋଲଡ ପ୍ରଡକ୍ଟ ୟୁନିଟ । ଏହାର ଲୋକାର୍ପଣ କରି ଓଡ଼ିଶାର ନୂଆ ଶିଳ୍ପ ବିପ୍ଲବ ସୃଷ୍ଟି […]

Continue reading

ପଦ୍ମ ପୁରସ୍କାର- ୨୦୨୬’ ପାଇଁ ମନୋନୀତ ଓଡ଼ିଆ ପ୍ରତିଭାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା

ତୃଣମୂଳ ସ୍ତରର ଅସାଧାରଣ ପ୍ରତିଭାଙ୍କୁ ସମ୍ମାନଜନକ ‘ପଦ୍ମ ପୁରସ୍କାର’ ପାଇଁ ମୋନନୀତ କରି ମୋଦୀ ସରକାର ସେମାନଙ୍କୁ ଜାତୀୟ ସ୍ୱୀକୃତି ଦେଇଛନ୍ତି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ କହିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ସମସ୍ତ ପୁରସ୍କାର ବିଜେତାଙ୍କୁ ଆନ୍ତରିକ ଅଭିନନ୍ଦନ ଜଣାଇଛନ୍ତି । ଓଡ଼ିଶାର ଗାରିମା ଓ ପ୍ରତିଭାକୁ ନିରନ୍ତର ଭାବେ ବିଶ୍ୱ ଦରବାରରେ ପରିଚିତ କରାଉଥିବାରୁ ଶ୍ରୀ ପ୍ରଧାନ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ […]

Continue reading
 ୭୭ତମ ସାଧାରଣତନ୍ତ୍ର ଦିବସ: ବାରବାଟୀରେ ପତକା ଉତ୍ତଳନ କଲେ ମୁଖ୍ୟମନ୍ତ୍ରୀ

 ୭୭ତମ ସାଧାରଣତନ୍ତ୍ର ଦିବସ: ବାରବାଟୀରେ ପତକା ଉତ୍ତଳନ କଲେ ମୁଖ୍ୟମନ୍ତ୍ରୀ

 ବାରବାଟୀରେ ଷ୍ଟାଡିୟମରେ ଆୟୋଜିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି କହିଛନ୍ତି ଯେ ଅଗଷ୍ଟ ୧୫, ୧୯୪୭ ମସିହାରେ ପରାଧୀନତାର ଜଞ୍ଜିରରୁ ମୁକ୍ତ ହୋଇ ଭାରତମାତାକୁ ମିଳିଥିଲା ସ୍ଵାଧୀନତା। କିନ୍ତୁ, ସେଇ ସଂଗ୍ରାମ ସେଇଠି ସମାପ୍ତ ହୋଇ ନ ଥିଲା। ବରଂ ସ୍ଵାଧୀନତା ପରେ ଦୁଇଟି ବଡ ଆହ୍ଵାନର ସମ୍ମୁଖୀନ ହୋଇଥିଲା ଆମ […]

Continue reading
ଦେଶ ପାଳିଛି ୭୭ତମ ସାଧାରଣ ତନ୍ତ୍ର ଦିବସ,ଦିଲ୍ଲୀ କର୍ତ୍ତବ୍ୟପଥରେ ଓଡ଼ିଲା ତ୍ରିରଙ୍ଗା

ଦେଶ ପାଳିଛି ୭୭ତମ ସାଧାରଣ ତନ୍ତ୍ର ଦିବସ,ଦିଲ୍ଲୀ କର୍ତ୍ତବ୍ୟପଥରେ ଓଡ଼ିଲା ତ୍ରିରଙ୍ଗା

ଦେଶ ପାଳଛି ୭୭ତମ ସାଧାରଣ ତନ୍ତ୍ର ଦିବସ । ଦିଲ୍ଲୀ କର୍ତ୍ତବ୍ୟପଥରେ ଦେଖିବାକୁ ମିଳିଛି ଶୌର୍ଯ୍ୟ, ଶକ୍ତି ଓ ସଂସ୍କୃତିର ଅପୂର୍ବ ସମନ୍ୱୟ । ମାଟିକୁ ଥରାଇଥିଲା ଗୋଟିକ ପରେ ଗୋଟିଏ ପରେଡ୍, ଆକାଶ ଚିରିଥିଲା ବାୟୁସେନାର ଲଢ଼ୁଆ ବିମାନ । ଅଭିବାଦନ ଗ୍ରହଣ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମ ଭାରତୀୟ ଭାବେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯାଇଥିବା ଗ୍ରୁପ୍ କ୍ୟାପଟେନ ଶୁଭାଂଶୁ ଶୁକ୍ଳାଙ୍କୁ ଅଶୋକ ଚକ୍ର ପ୍ରଦାନ କରାଯାଇଥିବା ବେଳେ, ପ୍ରତିଟି ଓଡ଼ିଆଙ୍କୁ […]

Continue reading
ଓଡ଼ିଆ କଳା ଜଗତ ପାଇଁ ଅପୂରଣୀୟ କ୍ଷତି – ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଆ କଳା ଜଗତ ପାଇଁ ଅପୂରଣୀୟ କ୍ଷତି – ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାର ଜନପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ଅଭିଜିତ୍ ମଜୁମଦାରଙ୍କ ଅକାଳ ବିୟୋଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ପ୍ରଧାନ ଏକ ଶୋକବାର୍ତ୍ତାରେ କହିଛନ୍ତି ଯେ, “ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ୍‍ ମଜୁମଦାରଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ନିଜର ନିଆରା ସଙ୍ଗୀତ ଶୈଳୀ ଓ ସୃଜନଶୀଳତା ମାଧ୍ୟମରେ ସେ ଦୀର୍ଘ ଦଶନ୍ଧି […]

Continue reading
‘ରିଲ୍’ ମସ୍ତିଷ୍କକୁ କିଛି ସମୟ ପାଇଁ ପ୍ରଭାବିତ କରେ କିନ୍ତୁ ଭଲ ବହି ସାରା ଜୀବନକୁ ପ୍ରଭାବିତ କରେ – ଧର୍ମେନ୍ଦ୍ର ପ୍ରଧାନ

‘ରିଲ୍’ ମସ୍ତିଷ୍କକୁ କିଛି ସମୟ ପାଇଁ ପ୍ରଭାବିତ କରେ କିନ୍ତୁ ଭଲ ବହି ସାରା ଜୀବନକୁ ପ୍ରଭାବିତ କରେ – ଧର୍ମେନ୍ଦ୍ର ପ୍ରଧାନ

ପୁସ୍ତକ ମେଳା ବିଚାର ଓ ଆଚାରର ଏକ ଉତ୍ସବ । ବହି ପଢ଼ିବା ଦ୍ୱାରା ଜ୍ଞାନର ଗଭୀରତା ବଢ଼େ ଏବଂ ଆଗକୁ ଯିବାର ପଥ ମିଳେ । ଆଜିକାଲିର ମୋବାଇଲ ଓ ୩୦ ସେକେଣ୍ଡର ‘ରିଲ୍’ ମସ୍ତିଷ୍କକୁ କିଛି ସମୟ ପାଇଁ ପ୍ରଭାବିତ କରିପାରେ, କିନ୍ତୁ ଗୋଟିଏ ଭଲ ବହି ସାରା ଜୀବନକୁ ପ୍ରଭାବିତ କରିଥାଏ । ଯିଏ ପଢ଼େ, ସେ କେବଳ ଟ୍ରେଣ୍ଡ୍ ବନାଏ ନାହିଁ, ସେ ଇତିହାସ ବନାଏ । ଗାନ୍ଧିଜୀ ଯଦି ଗୀତା […]

Continue reading
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ ଉଦଘାଟନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ ଉଦଘାଟନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଜ୍ଞାନ ଓ ବିଜ୍ଞାନର ସମନ୍ୱୟରେ ଓଡ଼ିଶାର ଛାତ୍ରୀମାନେ ଏବେ ସ୍ୱପ୍ନ ଦେଖିବେ ନାହିଁ, ବରଂ ସେହି ସ୍ୱପ୍ନକୁ ବାସ୍ତବରେ ରୂପାନ୍ତରିତ କରିବେ। ପ୍ରଥମ ପର୍ଯ୍ୟାୟରେ ସମ୍ବଲପୁରର ଐତିହାସିକ ଚନ୍ଦ୍ରଶେଖର ବେହେରା(ସିଏସବି) ଜିଲ୍ଲା ସ୍କୁଲ ସମେତ ତିନୋଟି ସ୍ଥାନରେ ଉଦଘାଟିତ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ କେବଳ ଏକ ବିଜ୍ଞାନାଗାର ନୁହେଁ, ବରଂ ଏହା ଆମର କନ୍ୟାରତ୍ନମାନଙ୍କ ପାଇଁ ଆକାଶ ଛୁଇଁବାର ଏକ ଶକ୍ତିଶାଳୀ ମାଧ୍ୟମ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  ଶ୍ରୀ ପ୍ରଧାନ ଆଜି ‘ଜାତୀୟ […]

Continue reading