ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି । ପୋଲିସ ସଂସ୍କାର ପାଇଁ ପ୍ରତ୍ୟେକ ପ୍ରସ୍ତାବ ଓ ଗୁରୁତ୍ଵପୂର୍ଣ୍ଣ ଦିଗକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱର ସହ ନେବା ସହିତ ଏଗୁଡ଼ିକର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସମସ୍ତ ସାଧନ, ଅନୁଦାନ ଓ ପ୍ରଶାସନିକ ସହଯୋଗ […]
Continue readingCategory Archives: ରାଜ୍ୟ
ଶେଷରେ IPS ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟ ସରକାର
ସମସ୍ତ କଳ୍ପନା ଜଳ୍ପନା ଅନ୍ତ ଘଟିଛି। ଶେଷରେ IPS ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୨୦୧୩ ବ୍ୟାଚର ଆଇପିଏସ୍ ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କରିବା ସହ ରାଜ୍ୟ ସରକାର ଇସ୍ତଫାପତ୍ର ଗୃହ ମନ୍ତ୍ରଣାଳୟକୁ ପଠାଇଛନ୍ତି। ସୂଚନାଥାଉକି, ଗତ ମାସରେ ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଚାକିରିରୁ ଇସ୍ତଫା ଦେଇଥିଲେ। ରାଜ୍ୟ ସରକାରଙ୍କୁ ଇସ୍ତଫା ପତ୍ର ପଠାଇବା ପରେ, କାହିଁକି ଜଗମୋହନ ଚାକିରିରୁ ଇସ୍ତଫା ଦେଉଛନ୍ତି ତାହାକୁ ନେଇ ଅନେକ ଚର୍ଚ୍ଚା ହୋଇଥିଲା। ଜାତୀୟ ଗଣମାଧ୍ୟମରେ […]
Continue readingଗୋଳାବନ୍ଧ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି, ୧୩୭୧ ପରିବାରକୁ ୭୫ କୋଟି ୬୦ଲକ୍ଷ ଟଙ୍କାର ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ କେଜ୍ ଘୋଷଣା।
ଗୋଳାବନ୍ଧ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି। ୧୩୭୧ ପରିବାରକୁ ୭୫ କୋଟି ୬୦ଲକ୍ଷ ଟଙ୍କାର ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ କେଜ୍ ଘୋଷଣା। ଗଞ୍ଜାମ ଜିଲ୍ଲା ଗୋପାଳପୁର ଗସ୍ତରେ ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ କେଜର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ସହ ଛେଳିଗଡ଼ ମଧ୍ୟମ ଜଳସେଚନ ପ୍ରକଳ୍ପର ବିସ୍ଥାପିତ ୧୧୨ଟି ପରିବାରଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୬ଟି ପରିବାରକୁ ଘରବାରି ଓ ଚାଷଜମିର ପଟ୍ଟା ବଣ୍ଟନ କରାଯାଇଛି। ୧୯୮୪ ମସିହାରେ ଆର୍ମୀ ଏୟାର […]
Continue readingଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ କାହିଁକି ନିହାତି ଜରୁରୀ
ଅଯୋଧ୍ୟା ଶ୍ରୀରାମ ମନ୍ଦିର, ତିରୁପତି ବାଲାଜୀ, ବୈଷ୍ଣୋଦେବୀ, ଶିରିଡ଼ି ଏବଂ ଉଜ୍ଜୟିନୀର ମହାକାଳେଶ୍ୱର ମନ୍ଦିର ଭଳି ପ୍ରମୁଖ ତୀର୍ଥସ୍ଥଳୀରେ ବର୍ଷ ତମାମ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେଉଥିଲେ ମଧ୍ୟ ସେଠାରେ ଧାଡ଼ି ଦର୍ଶନ ବ୍ୟବସ୍ଥା ବେଶ୍ ସଫଳ। ଟୋକନ୍, ବାରକୋଡ୍ ଏବଂ ସୁସଜ୍ଜିତ ରାମ୍ପ୍ ଯୋଗୁଁ ପ୍ରତ୍ୟେକ ଭକ୍ତ ସମାନ ସୁବିଧାରେ କିଛି ମିନିଟ୍ ଭିତରେ ଦର୍ଶନ ପାଆନ୍ତି। ବର୍ଷ ବର୍ଷ ଧରି ମହାପ୍ରଭୁ ଜଗନ୍ନାଥଙ୍କୁ ଶୃଙ୍ଖଳିତ ଦର୍ଶନ ପାଇଁ ଦାବି ହେଉଛି । କିନ୍ତୁ ଏହା […]
Continue readingଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ହେବ ଘରୋଇକରଣ
ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ହେବ ଘରୋଇକରଣ । ଲିଜ ସୂତ୍ରରେ ଦେବା ସଂପର୍କିତ ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ପବ୍ଲିକ ପ୍ରାଇଭେଟ ପାର୍ଟନରସିପ ଆପ୍ରାଇଜାଲ କମିଟି- PPPAC ମଞ୍ଜୁରୀ ଦେଇଛି । ବଣ୍ଡଲ- ୩ କାଟାଗୋରୀରେ ଭୁବନେଶ୍ବର ବିମାନବନ୍ଦର ସହ କର୍ଣ୍ଣାଟକର ହୁବଲି ଏୟାରପୋର୍ଟକୁ ଯୋଡ଼ା ଯାଇଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଘରୋଇକରଣ ନେଇ ତେଜିଛି ରାଜନୀତି । ଲାଭଜନକ ସଂସ୍ଥାର ପ୍ରାଇଭେଟାଇଜେସନ କାହିଁକି ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ । କେନ୍ଦ୍ରର […]
Continue reading୧୪ଟି ଶିଳ୍ପ ପ୍ରକଳ୍ପକୁ ସିଙ୍ଗଲ୍ ୱିଣ୍ଡୋ ମଞ୍ଜୁରି, ୨,୭୮୦ କୋଟିର ନିବେଶକୁ ସବୁଜ ସଙ୍କେତ, ୧୦ ଜିଲ୍ଲାକୁ ବ୍ୟାପିବ ଶିଳ୍ପ ନିବେଶ
୧୪ଟି ଶିଳ୍ପ ପ୍ରକଳ୍ପକୁ ସିଙ୍ଗଲ୍ ୱିଣ୍ଡୋ ମଞ୍ଜୁରି। ୨,୭୮୦ କୋଟିର ନିବେଶକୁ ସବୁଜ ସଙ୍କେତ। ୧୦ ଜିଲ୍ଲାକୁ ବ୍ୟାପିବ ଶିଳ୍ପ ନିବେଶ। ରସାୟନ, ବୟନ, ଇସ୍ପାତ ଓ ମେଡିକାଲ୍ ଡିଭାଇସ୍ କ୍ଷେତ୍ରରେ ମଧ୍ୟ ନିବେଶ ହେବ। ରାଜ୍ୟ ସରକାର ୨ ହଜାର ୭୮୦ କୋଟି ମୂଲ୍ୟର ୧୪ଟି ନୂଆ ନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏସବୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୧୪ ହଜାର୧୦୪ ଜଣଙ୍କ ପାଇଁ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ଆକଳନ କରାଯାଇଛି। […]
Continue readingରୁଫଟପ୍ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ୭ମ ସ୍ଥାନରେ
୧୭ ଅଗଷ୍ଟ ୨୦୨୬: ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ (ଏମଏନଆରଇ) ପୋର୍ଟାଲରେ ଉପଲବ୍ଧ ତଥ୍ୟ ଅନୁସାରେ, ପିଏମ୍ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା ଅଧୀନରେ ରୁଫଟପ୍ ସୋଲାର ସ୍ଥାପନ କ୍ଷେତ୍ରରେ ଜାତୀୟ ସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇ ଓଡ଼ିଶା ଦେଶର ଅନ୍ୟତମ ଦ୍ରୁତ ଅଭିବୃଦ୍ଧିଶୀଳ ରୁଫଟପ୍ ସୋଲାର ବଜାର ଭାବେ ଉଭା ହୋଇଛି । ରାଜ୍ୟରେ ପ୍ରାୟ ୧.୭୪ ଲକ୍ଷ ରୁଫଟପ୍ ସୋଲାର ସିଷ୍ଟମ୍ ସ୍ଥାପନ କରାଯାଇଛି, ଯାହା ସମଗ୍ର […]
Continue readingକାରାଦଣ୍ଡ ଭୋଗୁଥିବା ଦାରା ସିଂଙ୍କ ମୁକ୍ତି ଆବେଦନର ଶୁଣାଣି ପୁଣି ଘୁଞ୍ଚିଛି,ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ନିଷ୍ପତ୍ତି ନେବାକୁ ମିଳିଲା ସମୟ
ଗ୍ରାହମ ଷ୍ଟେନ୍ସ ଓ ତାଙ୍କ ଦୁଇ ନାବାଳକ ପୁଅଙ୍କ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦାରା ସିଂଙ୍କ ମୁକ୍ତି ଆବେଦନର ଶୁଣାଣି ପୁଣି ଘୁଞ୍ଚିଛି। ଦାରା ସିଂଙ୍କ ମୁକ୍ତି ସମ୍ପର୍କରେ ନିଷ୍ପତ୍ତି ନେବାକୁ ଓଡ଼ିଶା ବନ୍ଦୀ ମୁକ୍ତି ସମୀକ୍ଷା ବୋର୍ଡକୁ ସୁପ୍ରିମକୋର୍ଟ ଆଉ ଏକ ଶେଷ ସୁଯୋଗ ଦେଇଛନ୍ତି। ପୂର୍ବ ଶୁଣାଣିରେ ଆଜି ସୁଦ୍ଧା ଦାରା ସିଂଙ୍କ ମୁକ୍ତି ଆବେଦନ ଉପରେ ନିଷ୍ପତ୍ତି ନେବାକୁ ଓଡ଼ିଶା ସରକାରଙ୍କୁ କୁହାଯାଇଥିଲା। ତେବେ ଆଜିର ଶୁଣାଣିରେ ମଧ୍ୟ କୌଣସି […]
Continue readingଓଡ଼ିଶା ସହ ୪ ରାଜ୍ୟରେ ରେଳ ସମ୍ପ୍ରସାରଣ, ୯ହଜାର ୪୫୦ କୋଟିର ୪ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି
ଓଡ଼ିଶା ସହ ୪ ରାଜ୍ୟରେ ରେଳ ସମ୍ପ୍ରସାରଣ । ୯ହଜାର ୪୫୦ କୋଟିର ୪ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି । ଖଡ଼ଗପୁର–ଭଦ୍ରକ, ଭଦ୍ରକ–ହରିଦାସପୁର ଓ କଟକ–ପାରାଦୀପ କରିଡର ସାମିଲ; ୪୧୦ କିମି ବଢ଼ିବ ରେଳ ନେଟୱର୍କ । ଦେଶର ଚାରିଟି ରାଜ୍ୟରେ ରେଳ ନେଟୱର୍କର କ୍ଷମତା ବୃଦ୍ଧି ପାଇଁ ଚାରିଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି ଦେଇଛି । ପଶ୍ଚିମବଙ୍ଗ, ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁରେ କାର୍ଯ୍ୟକାରୀ ହେବାକୁ ଥିବା ଏହି […]
Continue readingଜାତୀୟ ପ୍ରତୀକ ଓ ଗାନ ପ୍ରତି ଅବମାନନା ଓ ବାଧା ସୃଷ୍ଟି କରି ଦଣ୍ଡନୀୟ ଅପରାଧ କରଛନ୍ତି : ଅଭିଳାଷ ପଣ୍ଡା
ଗତ କାଲି ଅଗଷ୍ଟ ୧୫ ତାରିଖ ଦିନ ସମଗ୍ର ଦେଶବାସୀ ଅତ୍ୟନ୍ତ ଆନନ୍ଦ ଓ ଉଲ୍ଲାସର ସହ ୮୦ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି । ଅନ୍ୟ ପଟେ ଭାରତୀୟ ଜାତୀୟ କଂଗ୍ରେସ ମୁଖ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସ ସମାରୋହ ପାଳନ ଅବସରରେ ବନ୍ଦେ ମାତରମ୍ ଗାନ ସମୟରେ ବରିଷ୍ଠ ନେତ୍ରୀ ଶ୍ରୀମତୀ ସୋନିଆ ଗାନ୍ଧୀ, କଂଗ୍ରେସ ଦଳର ସଭାପତି ମଲ୍ଲିକାର୍ଜୁନ ଖାଡଗେ, ବିରୋଧୀ ଦଳ ନେତା ଶ୍ରୀ ରାହୁଲ ଗାନ୍ଧୀ ଜାତୀୟ ପ୍ରତୀକ ପ୍ରତି ସମ୍ମାନ […]
Continue reading









