ସୁଭଦ୍ରା ପରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’: ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କା

ସୁଭଦ୍ରା ପରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’:  ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କା । ମୋହନ ସରକାର ଏନେଇ  ଗାଇଡଲାଇନ୍ ଜାରି କରିଛନ୍ତି । ରାଜ୍ୟ ସରକାର ‘ସୁଭଦ୍ରା ଯୋଜନା’ ଘୋଷଣା ପରେ ଏବେ ଆଉ ଏକ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି। ଆର୍ଥିକ ଅନଗ୍ରସର ଓ ସ୍ୱତନ୍ତ୍ର ବର୍ଗର ଝିଅମାନଙ୍କ ବିବାହରେ ସହାୟତା କରିବା ଲକ୍ଷ୍ୟରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ପାଇଁ ସରକାର ଗାଇଡଲାଇନ୍ ଜାରି କରିଛନ୍ତି। […]

Continue reading

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫିଟ୍ ଇଣ୍ଡିଆ ଅଭିଯାନର ବାର୍ତ୍ତା କପିଳାସ ହାଫ୍ ମାରାଥନରେ ପ୍ରତିଧ୍ୱନିତ ହେଉଛି- ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ସୁସ୍ଥ ଭାରତ ଗଢିବାର ଅଭିଯାନ – ‘ଫିଟ୍ ଇଣ୍ଆ ମୁଭମେଣ୍ଟ’, ଏକ ବିକଶିତ ରାଷ୍ଟ୍ର ପାଇଁ ସ୍ୱାସ୍ଥ୍ୟ ଏବଂ କ୍ରୀଡ଼ାର ଏକ ଦୃଢ ମୂଳଦୁଆର ଗୁରୁତ୍ବକୁ ପ୍ରୋତ୍ସାହିତ କରେ। ଢେଙ୍କାନାଳ ଜିଲ୍ଲା ପ୍ରଶାସନ ଓ ଟାଟା ଷ୍ଟିଲ ମେରାମଣ୍ଡଳୀ ଦ୍ବାରା ଆୟୋଜିତ ହେବାକୁ ଯାଉଥିବା ଟାଟା ଷ୍ଟିଲ କପିଳାଶ ହାଫ୍ ମାରାଥନ୍ ଏହି ବାର୍ତ୍ତା ବହନ କରୁଛି ବୋଲି ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଆସନ୍ତା ଜାନୁଆରୀ […]

Continue reading
ଭାରତର ବିବିଧତା ଓ ଭାଷାଗତ ପରମ୍ପରା ହିଁ ସବୁଠୁ ବଡ଼ ଶକ୍ତି – ଧର୍ମେନ୍ଦ୍ର ପ୍ରଧାନ

ଭାରତର ବିବିଧତା ଓ ଭାଷାଗତ ପରମ୍ପରା ହିଁ ସବୁଠୁ ବଡ଼ ଶକ୍ତି – ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଆଜି ବାରାଣାସୀରେ କାଶୀ- ତାମିଲ ସଙ୍ଗମମ୍(କେଟିଏସ ୪.୦)ର ଶୁଭାରମ୍ଭ କରିଛନ୍ତି । କାଶୀ ଓ ତାମିଲନାଡୁ ମଧ୍ୟରେ ଥିବା ଶତାବ୍ଦୀ ଶତାବ୍ଦୀର ଐତିହାସିକ ସମ୍ପର୍କକୁ ଉଜାଗର କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇ ଆସୁଛି । କାଶୀ ତାମିଲ ସଙ୍ଗମମ୍ ୪.୦ର ସମସ୍ତ ପ୍ରତିନିଧି ଏବଂ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ […]

Continue reading
ଓଡ଼ିଶାର ‘ରାଜ ଭବନ’ ଏଣିକି ‘ଲୋକ ଭବନ

ଓଡ଼ିଶାର ‘ରାଜ ଭବନ’ ଏଣିକି ‘ଲୋକ ଭବନ

କେନ୍ଦ୍ର ଗୃହ ମନ୍ତ୍ରାଳୟ ନିଷ୍ପତ୍ତି ପରେ ନାମ ପରିବର୍ତ୍ତନ ଓଡ଼ିଶାର ରାଜନୈତିକ ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆସିଛି। ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନର ନାମ ପରିବର୍ତ୍ତନ କରାଯାଇ ଏଣିକି ଏହାକୁ ‘ଲୋକ ଭବନ’ ଭାବରେ ନାମିତ କରାଯାଇଛି। ଡକ୍ଟର କମ୍ଭମପାଟି ଆହୁରି ମଧ୍ୟ କହିଛନ୍ତି ଯେ ‘ଲୋକ ଭବନ’ ଏବେ ସାର୍ବଜନୀନ ଯୋଗାଯୋଗ ଏବଂ ସମସ୍ତଙ୍କର ପ୍ରଗତି ପାଇଁ ଏକ ଜୀବନ୍ତ ସ୍ଥାନ ଭାବରେ ଛିଡ଼ା ହେଉଛି। ଏହା ଶାସନରେ ଗଭୀର ଅଂଶଗ୍ରହଣ ସୃଷ୍ଟି […]

Continue reading
କିଟ୍ ହଷ୍ଟେଲରୁ ପ୍ରଥମ ବର୍ଷ ଛାତ୍ରଙ୍କ ମୃତଦେହ ଉଦ୍ଧାର; ଚଳିତ ବର୍ଷର ତୃତୀୟ ଘଟଣା

କିଟ୍ ହଷ୍ଟେଲରୁ ପ୍ରଥମ ବର୍ଷ ଛାତ୍ରଙ୍କ ମୃତଦେହ ଉଦ୍ଧାର; ଚଳିତ ବର୍ଷର ତୃତୀୟ ଘଟଣା

କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଜଣେ ପ୍ରଥମ ବର୍ଷ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାରକୁ ନେଇ ରାଜନୀତି ସରଗରମ ହୋଇଛି ।  ଏହା କିଟ୍ କ୍ୟାମ୍ପସରେ ଚଳିତ ବର୍ଷର ତୃତୀୟ ଛାତ୍ର ମୃତ୍ୟୁ ଘଟଣା ହୋଇଥିବାରୁ ଏହାକୁ ନେଇ ପୁଣି ଥରେ ଉତ୍ତେଜନା ପ୍ରକାଶ ପାଇଛି। ବାରମ୍ବାର ଛାତ୍ର ମୃତ୍ୟୁକୁ ନେଇ ବିଜେପି ବିଧାୟକ ସରୋଜ ପାଢ଼ୀ ଚିନ୍ତା ପ୍ରକାଶ କରିବା ସହ ଏଥିପାଇଁ ଦାୟୀ ଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ […]

Continue reading
ଆଜିଠୁ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ: ରାଇସ ମିଲର୍ସଙ୍କ ସହ ଆଲୋଚନା ପରେ ଗ୍ରୀନ୍ ସିଗ୍‌ନାଲ୍

ଆଜିଠୁ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ: ରାଇସ ମିଲର୍ସଙ୍କ ସହ ଆଲୋଚନା ପରେ ଗ୍ରୀନ୍ ସିଗ୍‌ନାଲ୍

ଭୁବନେଶ୍ୱର, ଡିସେମ୍ବର ୨: ଓଡ଼ିଶାରେ ଆଜି ଠାରୁ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଧାନ କିଣା ସମ୍ବନ୍ଧରେ ଲୋକସେବା ଭବନରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ଯ୍ୟାଳୟରେ ରାଜ୍ୟ ଓ ଜିଲ୍ଲା ରାଇସ ମିଲର୍ସ ଆସୋସିଏସନର କର୍ମକର୍ତ୍ତାଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଚଳିତ ଖରିଫ ଋତୁରେ ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ ସଂଗ୍ରହ କରିବା ଏବଂ ସେମାନଙ୍କୁ ସଠିକ୍ ସମୟରେ ପ୍ରାପ୍ୟ […]

Continue reading
ଓଡ଼ିଶାରୁ ୫୧ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀ ଚିହ୍ନଟ, ୪୯ ଜଣଙ୍କୁ ପଠାଗଲା ସ୍ୱଦେଶ: ମୁଖ୍ୟମନ୍ତ୍ରୀ

ଓଡ଼ିଶାରୁ ୫୧ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀ ଚିହ୍ନଟ, ୪୯ ଜଣଙ୍କୁ ପଠାଗଲା ସ୍ୱଦେଶ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ଡିସେମ୍ବର ୧: ନୂତନ ସରକାର ଗଠନ ପରେ ଓଡ଼ିଶାରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଚିହ୍ନଟ ପ୍ରକ୍ରିୟା ଜୋରଦାର ହୋଇଛି। ଆଜି ବିଧାନସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ନୂଆ ସରକାର ଆସିବା ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୫୧ ଜଣ ବାଂଲାଦେଶୀଙ୍କୁ ଚିହ୍ନଟ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ୫୧ ଜଣଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୪୯ ଜଣଙ୍କୁ ବାଂଲାଦେଶକୁ ପଠାଇ ଦିଆଯାଇଛି। ଚିହ୍ନଟ ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ […]

Continue reading

୭୧ କୋଟି ଟଙ୍କା ବ୍ୟୟରେ ଆନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍ ହେବ ଦେବ୍ରିଗଡ଼ ଅଭୟାରଣ୍ୟ – ଧର୍ମେନ୍ଦ୍ର ପ୍ରଧାନ

ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଏକ ଆନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍ ଭାବରେ ବିକଶିତ କରାଯିବ । ଓଡ଼ିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରାୟ ୭୧.୧୯ କୋଟି ଟଙ୍କା ମୂଲ୍ୟର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର୍)କୁ ମଞ୍ଜୁରୀ ଦେଇଛନ୍ତି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ ସୂଚନା ଦେଇଛନ୍ତି । ଏହି ପଦକ୍ଷେପ ପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ […]

Continue reading

ବିଶ୍ୱବ୍ୟାପୀ ଜ୍ଞାନର ଅନ୍ୱେଷଣ କରିବା ପାଇଁ ଓଡ଼ିଆ ପିଲାଙ୍କୁ ପ୍ରସ୍ତୁତ କରାଇବା- ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଆ ପିଲାମାନଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରାଇବାକୁ ହେବ । ପରିବର୍ତ୍ତିତ ଟେକ୍ନୋଲୋଜି ଦୃଶ୍ୟପଟ୍ଟରେ ସେମାନଙ୍କ ମାଧ୍ୟମରେ ବିଶ୍ୱବ୍ୟାପୀ ଜ୍ଞାନର ଅନ୍ୱେଷଣ କରିବା ଆମର ପ୍ରୟାସ ରହିଛି । ଏହି ଲକ୍ଷ୍ୟରେ ବିଶ୍ୱର ଅଗ୍ରଣୀ ଅନୁଷ୍ଠାନ ତଥା ସିଙ୍ଗାପୁରର ଜିଏଫଟିଏନ୍, ଏଆଇଡିଏଫ ଏବଂ ନ୍ୟାସନାଲ୍ ୟୁନିଭର୍ସିଟି ଅଫ୍ ସିଙ୍ଗାପୁର ମିଳିତ ଭାବରେ ଏସଡିଆଇ, ଭୁବନେଶ୍ୱରରେ ଫିନଟେକ୍ ତାଲିମ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି, ଯାହା ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ […]

Continue reading

ଦେବାଶିଷ ସାମନ୍ତରାୟ ବିଜୁ ଜନତା ଦଳ (ବିଜେଡି)ର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଲେ

ଓଡ଼ିଶା ରାଜନୀତିରେ ଆଜି ଏକ ବଡ଼ ଖବର। କଟକର ଜଣାଶୁଣା ରାଜନେତା ତଥା ପୂର୍ବତନ ବିଧାୟକ, ବର୍ତ୍ତମାନର ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଜୁ ଜନତା ଦଳ (ବିଜେଡି)ର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ସେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି।  ଇସ୍ତଫା ପତ୍ରରେ ସେ ସ୍ପଷ୍ଟ ଭାବେ ଉଲ୍ଲେଖ କରିଛନ୍ତି ଯେ ସେ ବର୍ତ୍ତମାନର ଦଳୀୟ କାର୍ଯ୍ୟକଳାପ ଏବଂ ନିଷ୍ପତ୍ତିରେ ସନ୍ତୁଷ୍ଟ ନାହାଁନ୍ତି। ତାଙ୍କୁ ଦୀର୍ଘ ଦିନ […]

Continue reading