ଭାରତରେ ଶିକ୍ଷା, ଗବେଷଣା ଓ ନବସୃଜନ କ୍ଷେତ୍ରରେ ସହଯୋଗ କରିବ ଆଇବିଏମ – ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ଓ ଆଇବିଏମର ଗ୍ଲୋବାଲ ସିଇଓଙ୍କ ମଧ୍ୟରେ ଭିସି ଜରିଆରେ ଆଲୋଚନା ଭାରତରେ ଶିକ୍ଷା କ୍ଷେତ୍ରରେ ଟେକ୍ନୋଲୋଜିର ବ୍ୟବହାରକୁ ବଢାଇବା ଲକ୍ଷ୍ୟରେ ସୋମବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଶ୍ୱର ଅନ୍ୟତମ ପୁରୁଣା ଏବଂ ବୃହତ ଆଇଟି କମ୍ପାନୀ ଆଇବିଏମ(ଇଣ୍ଟରନ୍ୟାସନାଲ ବିଜନେସ ମେସିନ କର୍ପୋରେସନ)ର ଗ୍ଲୋବାଲ ସିଇଓ ତଥା ଚେୟାରମ୍ୟାନ ଶ୍ରୀ ଅରବିନ୍ଦ କ୍ରୀଷ୍ଣଙ୍କ ମଧ୍ୟରେ ଭିସି ଜରିଆରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ମୁଖ୍ୟତଃ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ […]

Continue reading

‘ସମ୍ବଲପୁର ଚିଡ଼ିଆଖାନା’ ହେବ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ଓ ଆକର୍ଷଣ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ଚିଡ଼ିଆଖାନାର ନୈସର୍ଗିକ ସୁନ୍ଦରତା ଅତ୍ୟନ୍ତ ଆକର୍ଷଣୀୟ । ଏହାକୁ ଛୋଟରୁ ‘ମିଡ୍ ସାଇଜ୍ ବା ମଧ୍ୟମ ଧରଣର ଚିଡ଼ିଆଖାନାରେ ବିକଶିତ କରିବା ପାଇଁ ଡବଲ ଇଞ୍ଜିନ ସରକାର ବିଗତ ଦିନମାନଙ୍କରେ ନିଷ୍ପତି ନେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟବରାଦରେ ଏହି ଶ୍ରୀବୃଦ୍ଧି କାର୍ଯ୍ୟ ଆରମ୍ଭ କରାଯାଇଛି ବୋଲି ସୋମବାର ସମ୍ବଲପୁର ଚିଡ଼ିଆଖାନାରେ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ […]

Continue reading

ପ୍ରତିଭାବାନ ଖେଳାଳିଙ୍କୁ ତୃଣମୂଳ ସ୍ତରରୁ ଜାତୀୟ ସ୍ତରକୁ ନେବାର ପ୍ରଚେଷ୍ଟା ସାର୍ଥକ ହେଉଛି – ଧର୍ମେନ୍ଦ୍ର ପ୍ରଧାନ

ସାଂସଦ ଖେଳ ମହୋତ୍ସବ’ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ କଳ୍ପନା ପ୍ରସୂତ ଏକ ଅଭିନବ ପ୍ରୟାସ, ଯାହାର ମୂଳ ଲକ୍ଷ୍ୟ ହେଉଛି ଅନେକ ପ୍ରତିଭାବାନ ଖେଳାଳିଙ୍କୁ ତୃଣମୂଳ ସ୍ତରରୁ ଜାତୀୟ ସ୍ତରକୁ ନେବା । ଏହି ମହୋତ୍ସବ ଅନେକ ଦକ୍ଷ କ୍ରୀଡ଼ାବିତ୍‌ମାନଙ୍କୁ ସୃଷ୍ଟି କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି ସୋମବାର ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଅନୁଷ୍ଠିତ ‘ସାଂସଦ ଖେଳ ମହୋତ୍ସବ – ୨୦୨୫’ର ଉଦ୍‌ଯାପନୀ ଉତ୍ସବରେ ଯୋଗ ଦେବା ଅବସରରେ କହିଛନ୍ତି […]

Continue reading

ପୁରୁଣା ପେନସନ ଦାବିରେ ଆସନ୍ତା କାଲି ଦିଲ୍ଲୀରେ ମହାଆନ୍ଦୋଳନ

ମହାସଂଘ ରାଜ୍ୟ ସଭାପତି ବିଜୟ ମଲ୍ଲଙ୍କ ନେତୃତ୍ୱରେ କର୍ମଚାରୀଙ୍କ ଦିଲ୍ଲୀ ଯାତ୍ରା। ଓଡିଶା ସହିତ ସମେତ ସବୁ ରାଜ୍ୟ ଏନ. ପି. ଏସ(ନ୍ୟାସନାଲ ପେନସନ ସ୍କିମ )କୁ ବିରୋଧ କରି ଗତ ବର୍ଷ ଦିଲ୍ଲୀ ଠାରେ ସବୁ ରାଜ୍ୟର ୧୦ ଲକ୍ଷରୁ ଅଧିକ କର୍ମଚାରୀ ଯୋଗ ଦେଇ ପୁରୁଣା ପେନସନ ଲାଗୁ କରିବା ନେଇ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ରଖିଥିଲେ। ଏଥିସହିତ ଗତ ସାଧାରଣ ନିର୍ବାଚନରେ କର୍ମଚାରୀମାନେ ଭୋଟ ଫର ଓ. ପି. ଏସ ନାରା […]

Continue reading

ବିହାରରେ ଏନଡ଼ିଏର ବିଜୟ ‘ଜନତାଙ୍କ ଶକ୍ତିର ବିଜୟ’ -ଧର୍ମେନ୍ଦ୍ର ପ୍ରଧାନ

ବିହାର ବିଧାନସଭା ନିର୍ବାଚନରେ ଗୁରୁତ୍ୱପୂର୍ଣ୍ଣ ରଣନୀତିକ ଭୂମିକା ଗ୍ରହଣ କରି ଦଳ ପାଇଁ ବିଜୟର ପଥ ପରିଷ୍କାର କରିଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଆଜି ଝାରସୁଗୁଡ଼ା ଓ ସମ୍ବଲପୁର ଗସ୍ତ ସମୟରେ ବିପୁଳ ଓ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଝାରସୁଗୁଡ଼ା ଏୟାରପୋର୍ଟରେ ପହଞ୍ଚିବା ପରେ ସେଠାରୁ ସମ୍ବଲପୁର ପର୍ଯ୍ୟନ୍ତ ରାସ୍ତାର ବିଭିନ୍ନ ସ୍ଥାନରେ କାର୍ଯ୍ୟକର୍ତ୍ତା ଓ ଜନସାଧାରଣ ତାଙ୍କୁ ଉଷ୍ମ ସ୍ୱାଗତ ଜଣାଇଥିଲେ । କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦେବା ଲାଗି […]

Continue reading

ନବକୃଷ୍ଣ ଚୌଧୁରୀ ଙ୍କ ୧୨୫ ତମ ଜୟନ୍ତୀ: ତ୍ୟାଗ ଓ ଆଦର୍ଶର ସ୍ମୃତିଚାରଣ

ମହାନ୍ ସ୍ଵାଧୀନତା ସଂଗ୍ରାମୀ, ଅତୁଳନୀୟ ତ୍ୟାଗ ଓ ଆଦର୍ଶର ପ୍ରତୀକ, ସ୍ଵାଧୀନୋତ୍ତର ଓଡ଼ିଶାର ପ୍ରଥମ ନିର୍ବାଚିତ ମୁଖ୍ୟମନ୍ତ୍ରୀ ତଥା ଯୁଗାନ୍ତକାରୀ ଆଇନ ପ୍ରଣେତା ରାଜର୍ଷି ନବକୃଷ୍ଣ ଚୌଧୁରୀଙ୍କ ୧୨୫ତମ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା ସମ୍ମୁଖରେ ଥିବା ତାଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ବିଧାନସଭା ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ପ୍ରଥମେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଏହା ପରେ ରାଜ୍ୟ ପୂଜ୍ୟ ପୂଜା ସଂସ୍କୃତି ସୁରକ୍ଷା […]

Continue reading

ଆଜି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ

କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ସମୟରେ, ସେ ରାଜ୍ୟରେ କୃଷକମାନଙ୍କ ଆୟ ବୃଦ୍ଧି, ପୋଷଣ ସୁରକ୍ଷା ସୁନିଶ୍ଚିତ କରିବା ଏବଂ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହିତ କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେବେ। କାର୍ଯ୍ୟସୂଚୀ ଅନୁଯାୟୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନ ସୋମବାର ସକାଳେ ପାଟନାରୁ ଯାତ୍ରା କରିବେ ଏବଂ ପୂର୍ବାହ୍ନ ୧୧ଟା ସୁଦ୍ଧା ଭୁବନେଶ୍ୱରରେ ପହଞ୍ଚିବେ। ଏହା ପରେ, ସେ ଲୋକ ସେବା ଭବନ ସମ୍ମିଳନୀ […]

Continue reading

ଭୁବନେଶ୍ୱରରେ ଆଇଆରସିର 84ତମ ଅଧିବେଶନ ଉଦଘାଟିତ

ଭୁବନେଶ୍ୱର ଜନତା ମଇଦାନ ଠାରେ ଆଜି ଇଣ୍ଡିଆନ ରୋଡ୍ସ କଂଗ୍ରେସ (ଆଇଆରସି)ର 84ତମ ବାର୍ଷିକ ଅଧିବେଶନ ଉଦଘାଟିତ ହୋଇଯାଇଛି । ଆସନ୍ତା 10 ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଦେଶବିଦେଶର 3500ରୁ ଅଧିକ ଇଞ୍ଜିନିୟର, ବୈଷୟିକ ବିଶେଷଜ୍ଞ, ପ୍ରଦର୍ଶକ, ପ୍ରତିନିଧି ଏବଂ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଛନ୍ତି । ଅଧିବେଶନକୁ ଉଦଘାଟନ କରି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତୀନ ଗଡ଼କରୀ କହିଛନ୍ତି, ସଡ଼କ, ସେତୁ, ସୁଡ଼ଙ୍ଗ ଭଳି ଭିତ୍ତିଭୂମି ନିର୍ମାଣ […]

Continue reading

ଆଜି ରାଜ୍ୟର ୧୯ଟି ସ୍ଥାନରେ ପାରଦ ୨୦ ଡିଗ୍ରୀ ତଳେ

 କାର୍ତ୍ତିକ ସରିବା ପରେ ବିଳମ୍ବରେ ମାର୍ଗଶିର ଆରମ୍ଭରୁ ଅନୁଭୂତ ହୋଇଛି ସାମାନ୍ୟ ଶୀତ । ଆଜି ରାଜ୍ୟର ୧୯ଟି ସ୍ଥାନରେ ପାରଦ ୨୦ ଡିଗ୍ରୀ ତଳେ ରହିଛି । ଫୁଲବାଣୀରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସ୍ ରହିଛି । ଦାରିଙ୍ଗବାଡ଼ିର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ରହିଥିବା ବେଳେ ଅନୁଗୁଳରେ ୧୬ ଡିଗ୍ରୀ, ସୁନ୍ଦରଗଡ଼ରେ ୧୬.୬ ଡିଗ୍ରୀ, କୋରାପୁଟରେ ୧୬.୫ ଡିଗ୍ରୀ, କେନ୍ଦୁଝରରେ ୧୬.୮ ଡିଗ୍ରୀ, ଝାରସୁଗୁଡ଼ାରେ ୧୭.୪ ଡିଗ୍ରୀ ରେକର୍ଡ କରାଯାଇଛି । […]

Continue reading

ଐତିହାସିକ ବାଲିଯାତ୍ରା ପରିସରରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ପ୍ରଦର୍ଶନୀ ଉଦଘାଟିତ

ଐତିହାସିକ କଟକ ବାଲିଯାତ୍ରାରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ ସେବା, ସୁଶାସନ ଓ ଗରିବ କଲ୍ୟାଣ ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି। ଏହାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଓଡ଼ିଶା କ୍ଷେତ୍ର ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଖିଳ କୁମାର ମିଶ୍ର ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟର ସାମାଜିକ ବିଜ୍ଞାନ ବିଭାଗ ମୁଖ୍ୟ ପ୍ରଫେସର ରବୀନ୍ଦ୍ର ଗରଡ଼ ଯୋଗ ଦେଇଥିଲେ। ଉଦଘାଟନୀ ଅଧିବେଶନରେ […]

Continue reading