ମୋଦୀ ଥିଲେ ସବୁ ସମ୍ଭବ, କୋରାପୁଟ କଫିର ପ୍ରଚାର ପ୍ରସାର ପାଇଁ କୃତଜ୍ଞତାର ସହ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା

ମୋଦୀ ଥିଲେ ସବୁ ସମ୍ଭବ, କୋରାପୁଟ କଫିର ପ୍ରଚାର ପ୍ରସାର ପାଇଁ କୃତଜ୍ଞତାର ସହ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା

କୋରାପୁଟ କଫିର ଚାହିଦା ବଢିବ । ସାରା ବିଶ୍ୱରେ କୋରାପୁଟ କଫିର ଚାହିଦ ବଢିଛି । ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫିର ବ୍ରାଣ୍ଡିଂ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ । ଓଡ଼ିଶାବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୋଦୀ ଥିଲେ ସବୁ ସମ୍ଭବ । କୋରାପୁଟ କଫିର ପ୍ରଚାର ପ୍ରସାର ପାଇଁ ଆମେ କୃତଜ୍ଞତାର ସହ ପ୍ରଧାନମନ୍ତ୍ରୀଙ୍କୁ […]

Continue reading →
ମଧ୍ୟପ୍ରାଚ୍ୟରୁ ଓଡ଼ିଶାକୁ ନିବେଶ ସୁନାମୀ,ଓଡ଼ିଶା ପାଇଁ ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ

ମଧ୍ୟପ୍ରାଚ୍ୟରୁ ଓଡ଼ିଶାକୁ ନିବେଶ ସୁନାମୀ,ଓଡ଼ିଶା ପାଇଁ ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ

ମଧ୍ୟପ୍ରାଚ୍ୟରୁ ଓଡ଼ିଶାକୁ ନିବେଶ ସୁନାମୀ। ଓଡ଼ିଶାର ଶିଳ୍ପ ବିକାଶ ଓ ନିଯୁକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଦୁବାଇ ଓ ଆବୁଧାବିରେ ଅନୁଷ୍ଠିତ ମଧ୍ୟପ୍ରାଚ୍ୟ ନିବେଶକ ସମ୍ମିଳନୀ ଅତ୍ୟନ୍ତ ଫଳପ୍ରଦ ସାବ୍ୟସ୍ତ ହୋଇଛି। ଏହି ୩ ଦିନିଆ ଗସ୍ତ କାଳରେ ଓଡ଼ିଶା ପାଇଁ ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ ଆସିଛି, ଯାହା ରାଜ୍ୟ ଅର୍ଥନୀତିକୁ ନୂଆ ଗତି ପ୍ରଦାନ କରିବ। ଏହି […]

Continue reading →
ଆବୁଧାବିରେ ଓଡ଼ିଶା ନିବେଶ ସମ୍ମିଳନୀ

ଆବୁଧାବିରେ ଓଡ଼ିଶା ନିବେଶ ସମ୍ମିଳନୀ

ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁବାଇରେ ୟୁଏଇ ନେତୃତ୍ୱ, ବିଶ୍ୱସ୍ତରୀୟ ନିବେଶକ, ଶିଳ୍ପ ପ୍ରତିନିଧି ଏବଂ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକ ସହିତ ଏକାଧିକ ଉଚ୍ଚସ୍ତରୀୟ ବୈଠକ ମାଧ୍ୟମରେ ଓଡ଼ିଶାରେ ନିବେଶ ସମ୍ପର୍କକୁ ଆହୁରି ମଜଭୁତ କରିଛନ୍ତି। ଦ୍ବିତୀୟ ଦିନରେ ୫ଟି ଏମଓୟୁ ଏବଂ ୮ଟି ନିବେଶ ଇଚ୍ଛାପତ୍ର ସ୍ୱାକ୍ଷରିତ ହୋଇଥିଲା, ଯାହା ମିଳିତ ଭାବରେ ୮,୪୧୭ କୋଟି ଟଙ୍କାର ନିବେଶ ସମ୍ଭାବନା ଏବଂ ୧୪,୩୧୦ଟି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାର କ୍ଷମତା ରଖିଛି। […]

Continue reading →
ଦେଶର ୭ଟି ରେଲୱେ ପ୍ରୋଜେକ୍ଟକୁ ଫୋର୍ ଲେନ୍ କରିବା ନେଇ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ଦେଶର ୭ଟି ରେଲୱେ ପ୍ରୋଜେକ୍ଟକୁ ଫୋର୍ ଲେନ୍ କରିବା ନେଇ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ରେ ହୋଇଥିବା କ୍ୟାବିନେଟ ମିଟିଂରେ ଭାରତୀୟ ରେଳବାଇକୁ ଆଧୁନିକ ଓ ଅଧିକ କ୍ଷମତାଶୀଳ କରିବା ଦିଗରେ ବଡ଼ ପଦକ୍ଷେପ ନିଆଯାଇଛି । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଦେଶର ୭ଟି ରେଲୱେ ପ୍ରୋଜେକ୍ଟକୁ ଫୋର୍ ଲେନ୍ କରିବା ନେଇ ମଞ୍ଜୁରୀ ମିଳିଛି । ଦେଶର ସବୁଠାରୁ ବ୍ୟସ୍ତ ରେଳ ରୁଟରେ ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ (HDN) […]

Continue reading →
ଓଡ଼ିଶା ଇନଭେଷ୍ଟର୍ସ ମିଟ୍: ଅଭିଯାନର ପ୍ରଥମ ଦିନରେ ଆଇଏଚସି ଗ୍ରୁପ ଓଡ଼ିଶାରେ ନିବେଶ ପାଇଁ ଆଗ୍ରହ ଦେଖାଇଛି

ଓଡ଼ିଶା ଇନଭେଷ୍ଟର୍ସ ମିଟ୍: ଅଭିଯାନର ପ୍ରଥମ ଦିନରେ ଆଇଏଚସି ଗ୍ରୁପ ଓଡ଼ିଶାରେ ନିବେଶ ପାଇଁ ଆଗ୍ରହ ଦେଖାଇଛି

 ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ପାଇଁ ପାଞ୍ଚ ଦିନିଆ ୟୁଏଇ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆବୁଧାବି ପହଞ୍ଚିବା ପରଠୁ ଆଜି ଯାଏଁ ଅନ୍ତର୍ଜାତୀୟ ନିବେଶକଙ୍କ ସହ ମାରାଥନ ବୈଠକ କରୁଛନ୍ତି । ଇନଭେଷ୍ଟର୍ସ ମିଟ ଅଭିଯାନର ପ୍ରଥମ ଦିନରେ ଆଇଏଚସି ଗ୍ରୁପ ଓଡ଼ିଶାରେ ନିବେଶ ପାଇଁ ଆଗ୍ରହ ଦେଖାଇଛି । ୧୪ ପ୍ରକଳ୍ପରେ ୨.୧୦୫ ଟ୍ରିଲିୟନ ନିବେଶ ହେବ ବୋଲି ଆକଳନ କରାଯାଉଛି । ସେହିପରି ଓଡ଼ିଶାଭିତ୍ତିକ କମ୍ପାନିଙ୍କ ଉତ୍ପାଦକୁ ବିଶ୍ୱ ବଜାରରେ […]

Continue reading →
ସରିଲା ରାଜ୍ୟ କାର୍ଯ୍ୟକାରିଣୀ,ପଂଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଗାଁକୁ ଫୋକସ କରିବାକୁ ପରାମର୍ଶ ଦେଲେ କେନ୍ଦ୍ରୀୟ ନେତୃତ୍ୱ

ସରିଲା ରାଜ୍ୟ କାର୍ଯ୍ୟକାରିଣୀ,ପଂଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଗାଁକୁ ଫୋକସ କରିବାକୁ ପରାମର୍ଶ ଦେଲେ କେନ୍ଦ୍ରୀୟ ନେତୃତ୍ୱ

ସରିଲା ରାଜ୍ୟ କାର୍ଯ୍ୟକାରିଣୀ | ଦିଲ୍ଲୀ ଗଲେ ଶୀର୍ଷ ନେତୃତ୍ୱ, ଗାଁକୁ ବାହାରିଲେ ନେତା | ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀରେ ପ୍ରସ୍ତୁତ ହେଲା ରାଜ୍ୟ ବିଜେପିର ତିନି ମାସିଆ ରୋଡ଼ ମ୍ୟାପ | ପଂଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଗାଁକୁ ଫୋକସ କରିବାକୁ ପରାମର୍ଶ ଦେଇଥିଲେ କେନ୍ଦ୍ରୀୟ ନେତୃତ୍ୱ | ପଂଚାୟତ ପୌର ନିର୍ବାଚନକୁ ମାସ କେଇଟା ବାକି ଥିବାବେଳେ ଏବେଠାରୁ ଗାଁ ମୁହାଁ ହେଲେଣି ବିଜେପି ନେତା | ଆଗାମୀ ପଂଚାୟତ, […]

Continue reading →
ସୋସିଆଲ ମିଡିଆରେ ସମୟ ନଷ୍ଟ ନକରି ପାଠପଢ଼ାରେ ଫୋକସ୍ କରିବାକୁ ଛାତ୍ରଛାତ୍ରୀଙ୍କୁ ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ସୋସିଆଲ ମିଡିଆରେ ସମୟ ନଷ୍ଟ ନକରି ପାଠପଢ଼ାରେ ଫୋକସ୍ କରିବାକୁ ଛାତ୍ରଛାତ୍ରୀଙ୍କୁ ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

କାହିଁ କେଉଁ କାଳରୁ ରହିଆସିଛି ଗୁରୁ-ଶିଷ୍ୟ ମହାନ ପରମ୍ପରା । ଆଜି ସବୁ ସ୍କୁଲ ଏବଂ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳନ ହୋଇଛି। ଏହି ଅବସରରେ କଟକରେ ରାଜ୍ୟସ୍ତରୀୟ ସମାରୋହକୁ ସମ୍ୱୋଧିତ କରି ଛାତ୍ରଛାତ୍ରୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସରକାରଙ୍କ ନିର୍ଦ୍ଦେଶ ମୁତାବକ ଆଜି ଗୁରୁ ଦିବସ ପରେ ସ୍କୁଲ ଛୁଟି ନହୋଇ ପାଠପଢ଼ା ହୋଇଥିବା ବେଳେ, ବନ୍ୟା ପ୍ରଭାବିତ ଅଞ୍ଚଳରେ ବହୁ ସ୍କୁଲରେ ତାଲା ଝୁଲୁଥିବା ଦେଖିବାକୁ ମିଳିଛି ।ସ୍କୁଲକୁ ଗଲେ […]

Continue reading →
ଇଓଏସ୍-୦୫ ସାଟେଲାଇଟର ଉତକ୍ଷେପଣ କଲା ଇସ୍ରୋ,ଭାରତୀୟ ଉପ ମହାଦ୍ୱୀପକୁ ଲଗାତାର ନିରୀକ୍ଷଣ କରିବ

ଇଓଏସ୍-୦୫ ସାଟେଲାଇଟର ଉତକ୍ଷେପଣ କଲା ଇସ୍ରୋ,ଭାରତୀୟ ଉପ ମହାଦ୍ୱୀପକୁ ଲଗାତାର ନିରୀକ୍ଷଣ କରିବ

ଭାରତୀୟ ମହାକାଶ ଅନୁସଂଧାନ ସଂସ୍ଥା ବା ଇସ୍ରୋର ଇତିହାସ । ଇସ୍ରୋ ସତୀଶ ଧାଓ୍ୱନ ସ୍ପେଶ୍ ସେଣ୍ଟରରୁ ଜିଏସଏଲଭି-ଏଫ୍ ୧୭ ରକେଟରୁ ଇଓଏସ୍-୦୫ ସାଟେଲାଇଟର ଉତକ୍ଷେପଣ କରିଛି । ଏହି ସାଟେଲାଇଟ୍ ଜିଆଇସାଟ୍ ୭ଏ ନାମରେ ପରିଚିତ । ଏହାର ଓଜନ ପ୍ରାୟ ୨୩୬୭ କେଜି । ଏହାକୁ ଶୁକ୍ରବାର ସ୍ପେଶ୍ ସେଣ୍ଟରର ଦ୍ୱିତୀୟ ଲଞ୍ଚ୍ ପ୍ୟାଡରୁ ମହାକାଶକୁ ପଠାଯାଇଛି । ଏହା ଜିଏସଏଲଭିର ୧୯ ତମ ଉଡାଣ ଅଟେ । ଏହାକୁ ଏବେସୁଦ୍ଧା ସବୁଠାରୁ ଓଜନିଆ […]

Continue reading →
ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା ।

ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା ।

ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି । ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ OUAT କୃଷି ସଦନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୁଇଚ ଟିପି ଅର୍ଥ ପ୍ରଦାନ କରିଛନ୍ତି । CM-KISANର ୫ମ କିସ୍ତି ଭାବେ ଚାଷୀଙ୍କ ଖାତାକୁ ଦୁଇ ହଜାର ଟଙ୍କା ସହାୟତା ରାଶି ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି । CM-KISAN ଯୋଜନାର ପଞ୍ଚମ କିସ୍ତି ବାବଦରେ ୪୧ ଲକ୍ଷରୁ ଅଧିକ ଚାଷୀ […]

Continue reading →
ପୁରୀ ଗସ୍ତରେ ଆସି ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ବିଭିନ୍ନ ପ୍ରସଙ୍ଗରେ ଜଗଦଗୁରୁଙ୍କ ସହିତ କଲେ ଆଲୋଚନା

ପୁରୀ ଗସ୍ତରେ ଆସି ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ବିଭିନ୍ନ ପ୍ରସଙ୍ଗରେ ଜଗଦଗୁରୁଙ୍କ ସହିତ କଲେ ଆଲୋଚନା

ପୁରୀ ଗସ୍ତରେ ଆସି ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପବିତ୍ର ଜନ୍ମାଷ୍ଟମୀ ଅବସରରେ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସିଥିବା ଅବସରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୋବର୍ଦ୍ଧନ ପୀଠ ଯାଇ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିଥିଲେ। ଧର୍ମେନ୍ଦ୍ରଙ୍କ ସହ ତାଙ୍କ ଧର୍ମପତ୍ନୀ ମଧ୍ୟ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଥିଲେ। ତେବେ ଉଭୟ ଏହି ଅବସରରେ ବିଭିନ୍ନ ପ୍ରସଙ୍ଗରେ ଜଗଦଗୁରୁଙ୍କ ସହିତ ଆଲୋଚନା କରି ମାର୍ଗଦର୍ଶନ ନେଇଥିଲେ। ବିଶେଷ କରି ଜଣେ ସାମାଜିକ କାର୍ଯ୍ୟକର୍ତ୍ତାର କାର୍ଯ୍ୟ କିଭଳି […]

Continue reading →