ଆସୁଛି ‘ଷ୍ଟେଟ୍ ସ୍ପେଶାଲ ସେଲ୍’, ପ୍ରତିଟି ପ୍ରୋଜେକ୍ଟ ହେବ ହାଇ-ଟେକ୍!

ଆସୁଛି ‘ଷ୍ଟେଟ୍ ସ୍ପେଶାଲ ସେଲ୍’, ପ୍ରତିଟି ପ୍ରୋଜେକ୍ଟ ହେବ ହାଇ-ଟେକ୍!

ରାଜ୍ୟରେ ବୃହତ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ପୁଞ୍ଜି ଖର୍ଚ୍ଚ ପାଇଁ ଚଳିତ ବର୍ଷ ସରକାର ୬୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି । ଏହି ବ୍ୟୟ ବରାଦକୁ ସଠିକ ଭାବେ ଖର୍ଚ୍ଚ କରିବାକୁ ହେଲେ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ନକ୍ସା ପ୍ରସ୍ତୁତି ବିଳମ୍ବ ହେଲେ ପ୍ରକଳ୍ପ କାମ ବି ବିଳମ୍ବିତ ହେଉଛି । ଏହାଦ୍ବାରା ସମୟ ସୀମା ବୃଦ୍ଧି ହେବା […]

Continue reading →
ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ଲଘୁଚାପ ବର୍ଷା ,ଶନିବାର ପାଇଁ ଓଡ଼ିଶା ସମେତ ୧୫ ରାଜ୍ୟକୁ ଝଡ଼ ବର୍ଷା ନେଇ ଆଲର୍ଟ ଜାରି

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ଲଘୁଚାପ ବର୍ଷା ,ଶନିବାର ପାଇଁ ଓଡ଼ିଶା ସମେତ ୧୫ ରାଜ୍ୟକୁ ଝଡ଼ ବର୍ଷା ନେଇ ଆଲର୍ଟ ଜାରି

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ଲଘୁଚାପ ବର୍ଷା । ଆହୁରି ୨ଦିନ ବର୍ଷିବ । ଶନିବାର ପାଇଁ ଓଡ଼ିଶା ସମେତ ୧୫ ରାଜ୍ୟକୁ ଝଡ଼ ବର୍ଷା ନେଇ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୨୪ରେ ପୁଣି ଏକ ଘୂର୍ଣ୍ଣିବଳୟ ନେଇ ପୂର୍ବାନୁମାନ କରାଯାଇଛି । ଲଗାଣ ବର୍ଷା ଫଳରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି । କିଛି ସ୍ଥାନରେ ନଈ ଉଚ୍ଛୁଳୁଛି । କିଛି ସ୍ଥାନରେ ବନ୍ଧ ବାଡ଼ ଡେଇଁ […]

Continue reading →
ଶଙ୍କରାଚାର୍ଯ୍ୟ ପୂଜ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜାଙ୍କ ଆଶୀର୍ବାଦ ନେଲେ କେନ୍ଦ୍ର  ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଶଙ୍କରାଚାର୍ଯ୍ୟ ପୂଜ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜାଙ୍କ ଆଶୀର୍ବାଦ ନେଲେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ପୁରୀ ଗୋବର୍ଦ୍ଧନ ପୀଠ ପରିଦର୍ଶନ କରିବା ସହ ଜଗତଗୁରୁ ଶଙ୍କରାଚାର୍ଯ୍ୟ ପୂଜ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜାଙ୍କ ଆଶୀର୍ବାଦ ନେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Continue reading →
ରଥଯାତ୍ରା ମାନବ ସମାଜକୁ ଏକତାର ସୂତ୍ରରେ ବାନ୍ଧିରଖେ – ଧର୍ମେନ୍ଦ୍ର ପ୍ରଧାନ

ରଥଯାତ୍ରା ମାନବ ସମାଜକୁ ଏକତାର ସୂତ୍ରରେ ବାନ୍ଧିରଖେ – ଧର୍ମେନ୍ଦ୍ର ପ୍ରଧାନ

ପବିତ୍ର ରଥଯାତ୍ରା ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀକ୍ଷେତ୍ର ପୁରୀ ଗସ୍ତ କରି ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହେବା ସହ ଚତୁର୍ଦ୍ଧାମୂରତିଙ୍କ ଦର୍ଶନ କରିଛନ୍ତି । ଏହି ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ଶ୍ରୀ ପ୍ରଧାନ କହିଛନ୍ତି ଯେ, ରଥଯାତ୍ରା ସମସ୍ତଙ୍କ ପାଇଁ ଏକ ପବିତ୍ର ଓ ଗୌରବମୟ ଦିନ । ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମଗ୍ର ମାନବ ସମାଜକୁ ଏକତାର ସୂତ୍ରରେ ବାନ୍ଧିବାର ଏକ ଅନନ୍ୟ ଗଣପର୍ବ […]

Continue reading →
ହରିଦାସପୁର-ପାରାଦୀପ ରେଳ ଲାଇନର ଦୋହରୀକରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ

ହରିଦାସପୁର-ପାରାଦୀପ ରେଳ ଲାଇନର ଦୋହରୀକରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ଓଡ଼ିଶାର ୭୪ କିଲୋମିଟର ପାରାଦୀପ-ହରିଦାସପୁର ରେଳ ଲାଇନର ଦୋହରୀକରଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିବାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାନ୍ୟବର ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସମ୍ପୂର୍ଣ୍ଣ ସରକାରୀ ପୁଞ୍ଜିନିବେଶ ଏବଂ ମୋଡ୍‌ରେ କାର୍ଯ୍ୟକାରୀ ହେବାକୁ ଥିବା ଏହି ବୃହତ ପ୍ରକଳ୍ପ ପାଇଁ ଅନୁମାନିକ […]

Continue reading →
କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ,ପାରାଦୀପ – ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି

କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ,ପାରାଦୀପ – ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି

କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ଦେଇଛି । କେନ୍ଦ୍ର କ୍ୟାବିନେଟରେ ପାରାଦୀପ – ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଏହାସହିତ ରାଜଖରସ୍ୱାନ ଓ ଡାଙ୍ଗୋପୋସିର ଚତୁର୍ଥ ଲେନ୍ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରି ମିଳିଛି । ଦୁଇ ପ୍ରକଳ୍ପର ମୋଟ ମୂଲ୍ୟ ପ୍ରାୟ ୩,୯୦୭ କୋଟି ଟଙ୍କା । ଓଡ଼ିଶା ଏବଂ ଝାଡ଼ଖଣ୍ଡ ରାଜ୍ୟର ୪ଟି ଜିଲ୍ଲାକୁ କଭର କରୁଥିବା ଦୁଇ ପ୍ରକଳ୍ପ ଭାରତୀୟ ରେଳବାଇର ନେଟୱାର୍କକୁ ପ୍ରାୟ ୧୪୫ କିଲୋମିଟର […]

Continue reading →
ଅର୍ଥାଭାବ ଯୋଗୁ ଉଚ୍ଚଶିକ୍ଷାରୁ ବଞ୍ଚିତ ରହିବେନି ଛାତ୍ରଛାତ୍ରୀ, ଏଣିକି କେଜିରୁ ପିଜି ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ ଛାତ୍ରଛାତ୍ରୀ

ଅର୍ଥାଭାବ ଯୋଗୁ ଉଚ୍ଚଶିକ୍ଷାରୁ ବଞ୍ଚିତ ରହିବେନି ଛାତ୍ରଛାତ୍ରୀ, ଏଣିକି କେଜିରୁ ପିଜି ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ ଛାତ୍ରଛାତ୍ରୀ

ଅର୍ଥାଭାବ ଯୋଗୁ ଉଚ୍ଚଶିକ୍ଷାରୁ ବଞ୍ଚିତ ରହିବେନି ଛାତ୍ରଛାତ୍ରୀ। ଏଣିକି କେଜିରୁ ପିଜି ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ ଛାତ୍ରଛାତ୍ରୀ । ଘୋଷଣା ହେଲା କେଜିରୁ ପିଜି ପର୍ଯ୍ୟନ୍ତ ନିଃଶୁଳ୍କ ଶିକ୍ଷା ବ୍ୟବସ୍ଥା । ପୂର୍ବରୁ ଏହି ବ୍ୟବସ୍ଥା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବେଳେ ଏଥିରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ଏହାକୁ ପ୍ରଥମ ଶ୍ରେଣୀରୁ ପୋଷ୍ଟ ଗ୍ରାଜୁଏଟ୍ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସାମ୍ବାଦିକ ସମ୍ମିଳନୀ ଜରିଆରେ ଏହି ସୂଚନା ଦେଇଛନ୍ତି […]

Continue reading →
କ୍ୟାବିନେଟ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବକୁ ଅନୁମୋଦନ

କ୍ୟାବିନେଟ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବକୁ ଅନୁମୋଦନ

ଗାଁକୁ ପକ୍କା ସଡ଼କ, ନଦୀରେ ବ୍ରିଜ ! ଗ୍ରାମାଞ୍ଚଳ ଭିତ୍ତିଭୂମି ଓ ଯୋଗାଯୋଗ ବ୍ୟବସ୍ଥା ପାଇଁ ରାଜ୍ୟ କ୍ୟାବିନେଟରେ ୨୭ ହଜାର କୋଟିରୁ ଅଧିକ ଟଙ୍କାର ମେଗା ପ୍ୟାକେଜ । ଗ୍ରାମୀଣ ଅଞ୍ଚଳରେ ରାସ୍ତାଘାଟ ଓ ପୋଲ ନିର୍ମାଣକୁ ବ୍ୟାପକ କରିବା ପାଇଁ ଓଡ଼ିଶା କ୍ୟାବିନେଟ୍ ଏକ ସାଙ୍ଗରେ ୨୭ ହଜା କୋଟିରୁ ଅଧିକ ଟଙ୍କାର ବିଶାଳ ପ୍ୟାକେଜକୁ ମଞ୍ଜୁରୀ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା- MMSY ଓ ସେତୁ ବନ୍ଧନ ଯୋଜନା ଅଧୀନରେ ଆଗାମୀ […]

Continue reading →
ବିଶ୍ଵ ବୀର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଓଡ଼ିଆ ଓ ଓଡ଼ିଶା ପ୍ରୀତି ସମ୍ପର୍କରେ ଏଯାବତ୍ ସଠିକ୍ ଆଲୋଚନା ହୋଇନାହିଁ

ବିଶ୍ଵ ବୀର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଓଡ଼ିଆ ଓ ଓଡ଼ିଶା ପ୍ରୀତି ସମ୍ପର୍କରେ ଏଯାବତ୍ ସଠିକ୍ ଆଲୋଚନା ହୋଇନାହିଁ

ବିଶ୍ଵ ବୀର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଓଡ଼ିଆ ଓ ଓଡ଼ିଶା ପ୍ରୀତି ସମ୍ପର୍କରେ ଏଯାବତ୍ ସଠିକ୍ ଆଲୋଚନା ନହେବା ଅବା ସଠିକ୍ ଭାବରେ ଇତିହାସରେ ବିସ୍ତୃତ ଭାବରେ ବର୍ଣ୍ଣନା ନହେବା କେବଳ ଏକ ବିଡମ୍ବନା ନୁହେଁ, ଅଧିକନ୍ତୁ କୃତଜ୍ଞତା ତଥା ଚକ୍ରାନ୍ତିଆ ମସୀଲିପ୍ତ ଷଡ଼ଯନ୍ତ୍ର ବୋଲି ଆମର ନିଜସ୍ୱ ମତ ।‌ ” ମୋତେ ତୁମ୍ଭେମାନେ ରକ୍ତ ଦିଅ, ମୁଁ ତୁମ୍ଭମାନଙ୍କୁ ସ୍ବାଧୀନତା ଦେବି” ଏହି ଦୃପ୍ତ କଣ୍ଠର ଆହ୍ବାନ ଥିଲା ଓଡ଼ିଶାର ପାଣି ପବନରେ […]

Continue reading →
ସରକାର ନିରବ କାହିଁକି ?

ସରକାର ନିରବ କାହିଁକି ?

ଭୁବନେଶ୍ୱର ଲୋୟର ପିଏମଜି (Lower PMG) ଠାରେ ନ୍ୟାୟ ଦାବି କରି ଆମରଣ ଅନଶନରେ ବସିଥିବା କେନ୍ଦ୍ରାପଡ଼ା ଜିଲ୍ଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝା ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି। ଅନଶନ ଯୋଗୁଁ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଭାବେ ବିଗିଡ଼ିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ହସ୍ପିଟାଲ ବେଡ୍‌ରେ ଥାଇ ମଧ୍ୟ ତାଙ୍କର ସେହି ଗୋଟିଏ ଜିଦ୍‌— ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆମରଣ ଅନଶନ ଜାରି ରହିବ। […]

Continue reading →