ଓଡ଼ିଶା ରାଜନୀତିର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମ କେବଳ ଓଡ଼ିଶା କିମ୍ବା ଭାରତ ମଧ୍ୟରେ ସୀମିତ ନାହିଁ, ବରଂ ଆନ୍ତର୍ଜାତୀୟ ସ୍ତରରେ ମଧ୍ୟ ସେ ନିଜ ସାହସିକତାର ଏକ ଅଲିଭା ଛାପ ଛାଡ଼ି ଯାଇଛନ୍ତି। ବିଶେଷ କରି ଦକ୍ଷିଣ-ପୂର୍ବ ଏସିଆର ପ୍ରମୁଖ ରାଷ୍ଟ୍ର ଇଣ୍ଡୋନେସିଆ ସହ ବିଜୁ ବାବୁଙ୍କ ସମ୍ପର୍କ ଏତେ ନିବିଡ଼ ଓ ରୋମାଞ୍ଚକର ଥିଲା ଯେ, ଆଜି ବି ସେହି ଦେଶର ଇତିହାସ ବହିରେ ଜଣେ ସୁପରହିରୋ ଭାବେ ଏହି ଓଡ଼ିଆ ପୁଅର […]
Continue readingCategory Archives: Uncategorized
ଓଡିଶାରେ ବିଜେପି ଶକ୍ତିଶାଳୀ ହେଉଛି : ମନମୋହନ ସାମଲ
ବିଜେପିର ବିଚାରଧାରାରେ ଅନୁପ୍ରାଣିତ ହୋଇ ଏବଂ ରାଜ୍ୟରେ ଡବଲଇଞ୍ଜିନ ସରକାରଙ୍କ ବିକାଶମୂଳକ କାର୍ଯ୍ୟରେ ଆସ୍ଥା ପ୍ରକଟ କରି ଆଜି ଭଦ୍ରକର ପୂର୍ବତନ ସାଂସଦ ଶ୍ରୀମତୀ ମଞ୍ଜୁଲତା ମଣ୍ଡଳ, ଧାମନଗର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଶ୍ରୀଯୁକ୍ତ ମୁକ୍ତିକାନ୍ତ ମଣ୍ଡଳ, ପୂର୍ବତନ ବିଜେଡି ରାଜ୍ୟ ସମ୍ପାଦକ ତଥା ଭଦ୍ରକ ଜିଲ୍ଲାର ବରିଷ୍ଠ ନେତା ଶ୍ରୀଯୁକ୍ତ ଶଶୀ କୁମାର ସାହୁ ପ୍ରମୁଖ ବିଜେଡି ଛାଡି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ […]
Continue readingଏନସିଓଆରଡିର ୧୦ମ ଶୀର୍ଷ ସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ଶ୍ରୀ ଅମିତ ଶାହ
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ନାର୍କୋ-କୋଅର୍ଡିନେସନ ସେଣ୍ଟର (ଏନସିଓଆରଡି)ର ୧୦ମ ଶୀର୍ଷ ସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଗୃହମନ୍ତ୍ରୀ ‘ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ (୨୦୨୬-୨୦୨୯)’ ଏବଂ ‘ଏନସିବିର ବାର୍ଷିକ ରିପୋର୍ଟ-୨୦୨୫’ ଉନ୍ମୋଚନ କରିବା ସହ ଜାମ୍ମୁ ଓ ଗୌହାଟୀରେ ଏନସିବି ଆଞ୍ଚଳିକ କାର୍ଯ୍ୟାଳୟଗୁଡ଼ିକୁ ଇ-ଉଦଘାଟନ କରିଛନ୍ତି। ଶ୍ରୀ ଶାହ ୨,୦୯,୫୦୦ କିଲୋଗ୍ରାମ ଓଜନର ଏବଂ ୬,୦୦୦ କୋଟି ଟଙ୍କା ମୂଲ୍ୟର ମାଦକ ଦ୍ରବ୍ୟ ନଷ୍ଟ କରିବା […]
Continue readingଅଣ-ଘରୋଇ ଏଲପିଜି ଯୋଗାଣ ନେଇ ସମସ୍ତ କ୍ଷେତ୍ରଭିତ୍ତିକ ନିଷେଧାଜ୍ଞା ପ୍ରତ୍ୟାହାର କଲେ ସରକାର, ତେଲ ଦର କମିବ !
ବ୍ୟବସାୟୀ ତଥା ସାଧାରଣ ଖାଉଟିଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଦେଶରେ ଅଣ-ଘରୋଇ (Commercial) ଏଲ୍ପିଜି ସିଲିଣ୍ଡର ଯୋଗାଣ ବ୍ୟବସ୍ଥା ଏବେ ସମ୍ପୂର୍ଣ୍ଣ ସ୍ୱାଭାବିକ ହୋଇଛି। ପୂର୍ବରୁ ଏହି ଯୋଗାଣ ଉପରେ ଲାଗୁ ହୋଇଥିବା ସମସ୍ତ ପ୍ରକାର କ୍ଷେତ୍ରଭିତ୍ତିକ ନିଷେଧାଜ୍ଞାକୁ ସରକାର ଆଧିକାରିକ ଭାବେ ପ୍ରତ୍ୟାହାର କରିନେଇଛନ୍ତି। ସରକାରଙ୍କ ଏହି ପଦକ୍ଷେପ ଯୋଗୁଁ ହୋଟେଲ, ରେଷ୍ଟୁରାଣ୍ଟ ଏବଂ ସ୍ମଲ୍ ସ୍କେଲ୍ ଇଣ୍ଡଷ୍ଟ୍ରିଗୁଡ଼ିକରେ ଗ୍ୟାସ୍ ସଙ୍କଟ ଦୂର ହେବା ସହ ବଜାରରେ ବ୍ୟବସାୟିକ ଅଭିବୃଦ୍ଧି ଘଟିବ […]
Continue readingଆଫଗାନିସ୍ତାନ ବିପକ୍ଷରେ ବିଶାଳ ବିଜୟ ହାସଲ କରିଲା ଭାରତ
ଭାରତ ଆଫଗାନିସ୍ତାନ ବିପକ୍ଷରେ ବିଶାଳ ବିଜୟ ହାସଲ କରିଛି। ୩ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ତୃତୀୟ ତଥା ଅନ୍ତିମ ମ୍ୟାଚ୍ରେ ଆଫଗାନିସ୍ତାନକୁ ୯ ୱିକେଟ୍ରେ ପରାସ୍ତ କରିଛି। ଏଥି ସହିତ ଭାରତ ଏହି ସିରିଜକୁ ୩-୦ରେ ଜିତିଛି। ଚେନ୍ନାଇରେ ଆଜି ଭାରତ ୨୧୯ ରନ୍ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିଲା। ଯୁବ ବ୍ୟାଟର ଯଶସ୍ବୀ ଜୟସ୍ବାଲ ଶତକ ହାସଲ କରିଛନ୍ତି । ରୋହିତ -ଜୟସ୍ବାଲ ପ୍ରଥମ ୱିକେଟ ପାଇଁ ୧୭୦ ରନ୍ ସଂଗ୍ରହ କରିଥିଲେ। ଏଥିରୁ […]
Continue readingଗୋତି ଶ୍ରମିକଙ୍କ ପ୍ରଥା ଚାଲିଛି ଏବେ ବି ବଡ଼ ବଡ଼ୁଆଙ୍କ ଘରେ !
ଏଡିଜି ଦୟାଲ ଗଙ୍ଗୱାରଙ୍କ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନ ଓଡ଼ିଶା ପ୍ରଶାସନର ଏକ ଅନ୍ଧାରୀ ଦିଗକୁ ପଦାରେ ପକାଇଛି। ପୋଲିସ ଡିଜିଙ୍କ ଗୋପନୀୟ ରିପୋର୍ଟ ଆଧାରରେ ଗଙ୍ଗୱାରଙ୍କୁ ସସପେଣ୍ଡ ତ କରାଯାଇଛି, କିନ୍ତୁ ଏହି ଘଟଣା ସାରା ରାଜ୍ୟରେ ଏକ ବଡ଼ ବିତର୍କକୁ ଜନ୍ମ ଦେଇଛି। ଜଣେ ନିଲମ୍ବିତ ଅଧିକାରୀଙ୍କ ବାସଭବନରେ ବିନା ଅନୁମତିରେ ୮ ଜଣ ପ୍ରଶିକ୍ଷିତ କନଷ୍ଟେବଳ ଘର କାମ କରୁଥିଲେ ଏବଂ ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ହେଉଛି, ଏହି ୮ ଜଣଙ୍କ ମଧ୍ୟରେ ଜିଆରପି […]
Continue readingରାଷ୍ଟ୍ରପତିଙ୍କ ସହ ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଯିବେ ପ୍ରଧାନମନ୍ତ୍ରୀ:୪୭,୬୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ହେବ ଉଦଘାଟନ ଏବଂ ଶିଳାନ୍ୟାସ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି, ୨୦ ଜୁନ୍ ୨୦୨୬ରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଉପସ୍ଥିତ ରହିବେ ଯାହା ରାଜ୍ୟ ପାଇଁ ଏକ ବିରଳ ତଥା ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ହେବ । ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା ଠାରେ ପ୍ରାର୍ଥନା କରିବେ ଏବଂ ଦକ୍ଷତା ବିକାଶ କେନ୍ଦ୍ର ଓ ପାହାଡପୁର ସ୍କୁଲ ବୁଲି ଦେଖିବେ । ଏହି ଗସ୍ତ ଆଦିବାସୀ ଓ ଗ୍ରାମାଞ୍ଚଳରେ ଶିକ୍ଷାଗତ ସୁଯୋଗ, ଦକ୍ଷତା ବିକାଶ ଏବଂ ସାମାଜିକ-ଆର୍ଥିକ ସଶକ୍ତିକରଣକୁ ସୁଦୃଢ଼ କରିବା […]
Continue reading୪ ମାସର ଯୁଦ୍ଧରେ ପଡ଼ିବ କି ପୂର୍ଣ୍ଣଛେଦ!
ବିଶ୍ୱ ରାଜନୀତି ଏବଂ ମଧ୍ୟ-ପ୍ରାଚ୍ୟ ରୁ ଆସିଛି ସବୁଠାରୁ ଆଶ୍ୱସ୍ତିକର ଖବର। ଆମେରିକା ଏବଂ ଇରାନ ମଧ୍ୟରେ ଗତ ପ୍ରାୟ ଚାରି ମାସ ଧରି ଚାଲିଥିବା ଭୟଙ୍କର ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ଉଭୟ ଦେଶ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ନେଇ ସହମତି ପ୍ରକାଶ ପାଇଛି। ଏହି ମେଗା ଚୁକ୍ତି ବିଶ୍ୱ ବଜାରକୁ ମହଙ୍ଗା ମାଡ଼ ଓ ଅଶୋଧିତ ତୈଳ ସଙ୍କଟରୁ ରକ୍ଷା କରିବ ବୋଲି ଆଶା କରାଯାଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ […]
Continue readingଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟିବ କି?
ଓଡ଼ିଆ ଅସ୍ମିତା ଓ ଶ୍ରୀଜଗନ୍ନାଥ ସଂସ୍କୃତିର ସୁରକ୍ଷା ପାଇଁ ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଶ୍ଚିମବଙ୍ଗର ଦୀଘାଠାରେ ନିର୍ମିତ ନୂତନ ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦକୁ ସମ୍ପୂର୍ଣ୍ଣ ଭାବେ ବାଦ୍ ଦେବା ପାଇଁ ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଏକ ଆଧିକାରିକ ଚିଠି ଲେଖି ଜରୁରୀ ହସ୍ତକ୍ଷେପ ଲୋଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ‘ଜଗନ୍ନାଥ ଧାମ’ ଶବ୍ଦଟି ଭାରତର ପୂଜ୍ୟ ଚାରିଧାମ ମଧ୍ୟରୁ […]
Continue readingଆହୁରି ୩ ଦିନ କଲବଲ କରିବ ଝଡବର୍ଷା
ଦିନରେ ପ୍ରବଳ ଗରମ ଗୁଳୁଗୁଳି ହେଉଥିବା ବେଳେ ସନ୍ଧ୍ୟା ହେଲେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି । ଅନେକ ସ୍ଥାନରେ କ୍ଷୟକ୍ଷତି ହେଉଛି । ତେବେ ଆହୁରି ଆଗାମୀ କିଛି ଦିନ ଏଭଳି ସ୍ଥିତି ରହିବା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସାତ ଜିଲାକୁ ଝଡ଼ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ମାଲକାନଗିରି, କୋରାପୁଟ, ନବରଙ୍ଗପୁରକୁ ଓ୍ବାର୍ନିଂ ଜାରି କରାଯାଇଛି । […]
Continue reading






