ଗାନ୍ଧୀ ଜୟନ୍ତୀ ଏବଂ ଶାସ୍ତ୍ରୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ ପାଟି, ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଏବଂ ଅନ୍ୟ ବିଶିଷ୍ଟ ଅତିଥିମାନଙ୍କ ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। […]
Continue readingCategory Archives: Uncategorized
ଏସଆଇ ପରୀକ୍ଷାରେ ଜାଲିଆତି ମାମଲା।
୧୬ ମାସରେ ୧୬ଟି ନିଯୁକ୍ତି ପରୀକ୍ଷାରେ ବିଭ୍ରାଟ ହେଲାଣି । ଗତକାଲି ବାତିଲ ହୋଇଥିବା ପୋଲିସ ସବ୍ ଇନିସପେକ୍ଟର୍ ପରୀକ୍ଷାରେ କୋଟି କୋଟି ଟଙ୍କାର ଡିଲ୍ ହୋଇଛି ।ଏହି କେଳେଙ୍କାରି ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟ ସରକାରଙ୍କର ଅସଲ ଚେହେରା ଲୋକଲୋଚନକୁ ଆସିଯାଇଛି। ଏହା ଏକ ଆନ୍ତଃରାଜ୍ୟ ରାକେଟ ହୋଇଥିବାରୁ ଏଥିରେ ବିଜେପି ଦଳର ମନ୍ତ୍ରି ଓ ବିଧାୟକ ମାନେ ସାମିଲ ଥିବାର ସନ୍ଦେହ ପ୍ରକାଶ ପାଇଛି।ସରକାର ଏହି ଘୋଟାଲରେ ସାମିଲ ଥିବା ବିଜେପିର ନେତା […]
Continue readingବଢ଼ିଲା ୩ ପ୍ରତିଶତ ମହଙ୍ଗା ଭତ୍ତା
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀଙ୍କୁ ମହଙ୍ଗା ରିଲିଫ୍ (ଡିଆର)ର ଏକ ଅତିରିକ୍ତ କିସ୍ତି ଜାରି କରିବାକୁ ଅନୁମୋଦନ କରିଛି । ବର୍ଦ୍ଧିତ ଡିଏ ଏବଂ ଡିଆର ଗତ ଜୁଲାଇ ପହିଲା ଠାରୁ ଲାଗୁ ହେବ । ବର୍ତ୍ତମାନର 55% ମୂଳ ବେତନ/ପେନସନ ଉପରେ 3% ଅତିରିକ୍ତ ଆକାରରେ ବର୍ଦ୍ଧିତ ଡିଏ ଓ ଡିଆର ମିଳିବ। ଯାହାଫଳରେ ସରକାରୀ କର୍ମଚାରୀ ଓ […]
Continue readingପୁଲିସ ଏସ୍ଆଇ ଲିଖିତ ପରୀକ୍ଷା ସ୍ଥଗିତ
ପୁଲିସ ଏସ୍ଆଇ ଲିଖିତ ପରୀକ୍ଷା ସ୍ଥଗିତ ରହିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ଆଗାମୀ ୫ ଓ ୬ ତାରିଖରେ ହେବାବୁ ଥିବା ଲିଖିତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କୁହାଯାଉଛି ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା କିଛି ପିଲାଙ୍କୁ ଟ୍ରେନିଂ ଦେବାକୁ ନେଉଥିଲା । ଯାହାକୁ ନେଇ ଏଭଳି ନିଷ୍ପତ୍ତି ନିଆଯାଇଛି । ପରବର୍ତ୍ତୀ ପରୀକ୍ଷା ତାରିଖ ନେଇ ଓପିଆରବି ପକ୍ଷରୁ ସୂଚନା ଦିଆଯିବ ବୋଲି କୁହାଯାଇଛି। ପୁଲିସ୍ ଏସଆଇ […]
Continue reading‘ଶାନ୍ତିସ୍ତୂପ’ ଧଉଳିଗିରି ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ସ୍ଥିତ ‘ଶାନ୍ତିସ୍ତୂପ’ ଧଉଳିଗିରି ପାଦଦେଶରେ ଭ୍ରମଣ କରିବା ସହ ଅଶୋକ ଶିଳାଲେଖର ଐତିହ୍ୟ ଓ ଇତିହାସ ପୃଷ୍ଠଭୂମି ଉପରେ ଏଏସଆଇ ଅଧିକାରୀଙ୍କ ଠାରୁ ଅବଗତ ହୋଇଛନ୍ତି । ଶ୍ରୀ ପ୍ରଧାନ ପ୍ରଥମେ ଧଉଳିଗିରି ପାଦଦେଶରେ ଥିବା ମନ୍ଦିର, ଐତିହାସିକ ସ୍ଥଳୀ ଓ ଦର୍ଶନୀୟ ସ୍ଥାନ ପରିଦର୍ଶନ କରିଥିଲେ । ଧଉଳିଗିରି ବୁଲିବାକୁ ଆସିବାକୁ ଥିବା ପର୍ଯ୍ୟଟକ ଓ ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ । ସେଠାରେ ଆଖୁ […]
Continue readingଓଡ଼ିଶା ବିଧାନସଭାର ପ୍ରାକ୍ତନ ବାଚସ୍ପତି ଯୁଧିଷ୍ଠିର ଦାସ
ବଞ୍ଚିଥିଲେ ଆଜି ସ୍ବାଧୀନତା ସଂଗ୍ରାମୀ ତଥା ବ୍ୟକ୍ତିଗତ ଭାବେ ଆମର ପରମ ସମ୍ମାନନୀୟ, ଆଚରଣ ଓ ଉଚ୍ଚାରଣସିଦ୍ଧ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ପ୍ରାଣ , ଓଡ଼ିଶା ବିଧାନସଭାର ପ୍ରାକ୍ତନ ବାଚସ୍ପତି ଯୁଧିଷ୍ଠିର ଦାସ ଶହେ ଦୁଇ ବର୍ଷ ଅତିକ୍ରମ କରି ଶହେ ତିନି ବର୍ଷରେ ପଦାର୍ପଣ କରିଥାନ୍ତେ । ସେହିପରି ଆଜି ମହାନ୍ ସ୍ବାଧୀନତା ସଂଗ୍ରାମୀ ଜୟକୃଷ୍ଣ ମିଶ୍ରଙ୍କ ଶ୍ରାଦ୍ଧ ଦିବସ ଏବଂ ଅନ୍ୟତମ ସ୍ବାଧୀନତା ସଂଗ୍ରାମୀ ନରସିଂହ ପ୍ରସାଦ ନନ୍ଦଙ୍କର ଆଜି ଜୟନ୍ତୀ । […]
Continue readingସାର୍ ହେନେରୀ ରିକେଟସ୍
ସାର୍ ହେନେରୀ ରିକେଟସ୍ ଓ ଆଜିର ଦିନ । ଠିକ୍ ୧୮୯ ବର୍ଷ ତଳେ, ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନର ୧୦୧ ବର୍ଷ ତଳେ, ୧୮୩୭ ମସିହା, ସେପ୍ଟେମ୍ବର ୨୨ ତାରିଖରେ ଇଷ୍ଟ ଇଣ୍ଡିଆ କମ୍ପାନୀ ସରକାରର ଆୟୁକ୍ତ ଅର୍ଥାତ୍ କମିଶନର ଓଡ଼ିଶାର ବାସ୍ତବ ସ୍ଥିତି ସମ୍ପର୍କରେ ଯେଉଁ ପତ୍ର ଲେଖିଥିଲେ, ତାହା ଏକ ଐତିହାସିକ ଦଲିଲ୍ ଏବଂ ଏଥିରେ ତାଙ୍କର ଓଡ଼ିଆପ୍ରୀତିର ପରିଚୟ ମିଳେ । ୧୮୩୭ ମସିହାରେ ଓଡ଼ିଶାରେ କମ୍ପାନୀ ସରକାରଙ୍କ ଦ୍ବାରା ଗୋଟିଏ […]
Continue readingପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ପରଲୋକରେ ବିଜେପି ରାଜ୍ୟ ସଭାପତିଙ୍କ ଶୋକ ପ୍ରକାଶ
ଜଣାଶୁଣା ଆଦିବାସୀ ନେତା ତଥା ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ତାଙ୍କ ଆକସ୍ମିକ ଦେହାନ୍ତ ଖବର ଶୁଣି ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି।ଶ୍ରୀ ସାମଲ କହିଛନ୍ତି ଯେ, ସ୍ୱର୍ଗତଃ ତିର୍କି କେବଳ ଜଣେ ଦକ୍ଷ ରାଜନୀତିଜ୍ଞ ନ ଥିଲେ ବରଂ ଜନଜାତି ସମୁଦାୟର ଅଧିକାର ଓ ସ୍ୱାର୍ଥ ସଂରକ୍ଷଣରେ ଏକ […]
Continue readingପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ବାଚସ୍ପତିଙ୍କ ଶୋକ ବିଧାନସଭା ପକ୍ଷରୁ ଗାର୍ଡ ଅଫ୍ ଅନର
ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଗଭୀର ଶୋକପ୍ରକାଶ କରିଛନ୍ତି ।ଏକ ଶୋକବାର୍ତ୍ତାରେ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କି ଛାତ୍ରଜୀବନରୁ ନିଜର ସାଂଗଠନିକ ଦକ୍ଷତାର ପରିଚୟ ଦେଇଥିଲେ । ଅବିଭକ୍ତ ସୁନ୍ଦରଗଡ଼ ଜିଲ୍ଲା ସମେତ ଝାଡ଼ଖଣ୍ଡରେ ମଧ୍ୟ ତାଙ୍କର ବିଶେଷ ଲୋକପି୍ରୟତା ଥିଲା । ବୀରମିତ୍ରପୁର ବିଧାନସଭାରୁ ୪ ଥର ନିର୍ବାଚିତ ହେବା ତାଙ୍କ ଲୋକପି୍ରୟତାର ପରିଚୟ […]
Continue readingବିଜେପିକୁ ଯିବେ ନା କଂଗ୍ରେସକୁ ଶ୍ରୀମୟୀ
ବିଜେଡି ନେତୃତ୍ବକୁ ପରୋକ୍ଷରେ ଟାର୍ଗେଟ୍ କରି ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଥିବା ନେତ୍ରୀ ଶ୍ରୀମୟୀ ମିଶ୍ର ଖୁବ୍ଶୀଘ୍ରକଂଗ୍ରେସରେ ଯୋଗଦେବା ନେଇ ଚର୍ଚ୍ଚା ଜୋର୍ ଧରିଛି। ଏନେଇ ଶ୍ରୀମୟୀ କିଛି ସ୍ପଷ୍ଟ କରୁ ନ ଥିବାବେଳେ କଂଗ୍ରେସ ଦ୍ବାର ସମସ୍ତଙ୍କ ପାଇଁ ଖୋଲାଥିବା ଦଳର ନେତାମାନେ କହିଛନ୍ତି।କିଛିଦିନ ହେଲା ଦଳୀୟ ନେତୃତ୍ବ ବିରୋଧରେ ଶ୍ରୀମୟୀଙ୍କ ଟାର୍ଗେଟ୍ ବିଜେଡି ରାଜନୀତିକୁ ହଲଚଲ କରିଛି। କାହା ନାଁ ଉଲ୍ଲେଖ ନ କରି କେତେବେଳେ ସେ ମହାଭାରତର ‘ଧୃତରାଷ୍ଟ୍ର ଓ ଦୁର୍ଯେ୍ୟାଧନ’ […]
Continue reading