ଆଫଗାନିସ୍ତାନ ବିପକ୍ଷରେ ବିଶାଳ ବିଜୟ ହାସଲ କରିଲା ଭାରତ

ଭାରତ ଆଫଗାନିସ୍ତାନ ବିପକ୍ଷରେ ବିଶାଳ ବିଜୟ ହାସଲ କରିଛି। ୩ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ୯ ୱିକେଟ୍‌ରେ ପରାସ୍ତ କରିଛି। ଏଥି ସହିତ ଭାରତ ଏହି ସିରିଜକୁ ୩-୦ରେ ଜିତିଛି। ଚେନ୍ନାଇରେ ଆଜି ଭାରତ ୨୧୯ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିଲା। ଯୁବ ବ୍ୟାଟର ଯଶସ୍ବୀ ଜୟସ୍ବାଲ ଶତକ ହାସଲ କରିଛନ୍ତି ।  ରୋହିତ -ଜୟସ୍ବାଲ ପ୍ରଥମ ୱିକେଟ ପାଇଁ ୧୭୦ ରନ୍ ସଂଗ୍ରହ କରିଥିଲେ। ଏଥିରୁ […]

Continue reading →
ଗୋତି ଶ୍ରମିକଙ୍କ ପ୍ରଥା ଚାଲିଛି ଏବେ ବି  ବଡ଼ ବଡ଼ୁଆଙ୍କ ଘରେ !

ଗୋତି ଶ୍ରମିକଙ୍କ ପ୍ରଥା ଚାଲିଛି ଏବେ ବି ବଡ଼ ବଡ଼ୁଆଙ୍କ ଘରେ !

ଏଡିଜି ଦୟାଲ ଗଙ୍ଗୱାରଙ୍କ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନ ଓଡ଼ିଶା ପ୍ରଶାସନର ଏକ ଅନ୍ଧାରୀ ଦିଗକୁ ପଦାରେ ପକାଇଛି। ପୋଲିସ ଡିଜିଙ୍କ ଗୋପନୀୟ ରିପୋର୍ଟ ଆଧାରରେ ଗଙ୍ଗୱାରଙ୍କୁ ସସପେଣ୍ଡ ତ କରାଯାଇଛି, କିନ୍ତୁ ଏହି ଘଟଣା ସାରା ରାଜ୍ୟରେ ଏକ ବଡ଼ ବିତର୍କକୁ ଜନ୍ମ ଦେଇଛି। ଜଣେ ନିଲମ୍ବିତ ଅଧିକାରୀଙ୍କ ବାସଭବନରେ ବିନା ଅନୁମତିରେ ୮ ଜଣ ପ୍ରଶିକ୍ଷିତ କନଷ୍ଟେବଳ ଘର କାମ କରୁଥିଲେ ଏବଂ ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ହେଉଛି, ଏହି ୮ ଜଣଙ୍କ ମଧ୍ୟରେ ଜିଆରପି […]

Continue reading →
ରାଷ୍ଟ୍ରପତିଙ୍କ ସହ ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଯିବେ ପ୍ରଧାନମନ୍ତ୍ରୀ:୪୭,୬୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ହେବ ଉଦଘାଟନ ଏବଂ ଶିଳାନ୍ୟାସ

ରାଷ୍ଟ୍ରପତିଙ୍କ ସହ ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଯିବେ ପ୍ରଧାନମନ୍ତ୍ରୀ:୪୭,୬୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ହେବ ଉଦଘାଟନ ଏବଂ ଶିଳାନ୍ୟାସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି, ୨୦ ଜୁନ୍ ୨୦୨୬ରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଉପସ୍ଥିତ ରହିବେ ଯାହା ରାଜ୍ୟ ପାଇଁ ଏକ ବିରଳ ତଥା ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ହେବ । ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା ଠାରେ ପ୍ରାର୍ଥନା କରିବେ ଏବଂ ଦକ୍ଷତା ବିକାଶ କେନ୍ଦ୍ର ଓ ପାହାଡପୁର ସ୍କୁଲ ବୁଲି ଦେଖିବେ । ଏହି ଗସ୍ତ ଆଦିବାସୀ ଓ ଗ୍ରାମାଞ୍ଚଳରେ ଶିକ୍ଷାଗତ ସୁଯୋଗ, ଦକ୍ଷତା ବିକାଶ ଏବଂ ସାମାଜିକ-ଆର୍ଥିକ ସଶକ୍ତିକରଣକୁ ସୁଦୃଢ଼ ​​କରିବା […]

Continue reading →

୪ ମାସର ଯୁଦ୍ଧରେ ପଡ଼ିବ କି ପୂର୍ଣ୍ଣଛେଦ!

ବିଶ୍ୱ ରାଜନୀତି ଏବଂ ମଧ୍ୟ-ପ୍ରାଚ୍ୟ ରୁ ଆସିଛି ସବୁଠାରୁ ଆଶ୍ୱସ୍ତିକର ଖବର। ଆମେରିକା ଏବଂ ଇରାନ ମଧ୍ୟରେ ଗତ ପ୍ରାୟ ଚାରି ମାସ ଧରି ଚାଲିଥିବା ଭୟଙ୍କର ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ଉଭୟ ଦେଶ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ନେଇ ସହମତି ପ୍ରକାଶ ପାଇଛି। ଏହି ମେଗା ଚୁକ୍ତି ବିଶ୍ୱ ବଜାରକୁ ମହଙ୍ଗା ମାଡ଼ ଓ ଅଶୋଧିତ ତୈଳ ସଙ୍କଟରୁ ରକ୍ଷା କରିବ ବୋଲି ଆଶା କରାଯାଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ […]

Continue reading →
ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟିବ କି?

ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟିବ କି?

ଓଡ଼ିଆ ଅସ୍ମିତା ଓ ଶ୍ରୀଜଗନ୍ନାଥ ସଂସ୍କୃତିର ସୁରକ୍ଷା ପାଇଁ ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଶ୍ଚିମବଙ୍ଗର ଦୀଘାଠାରେ ନିର୍ମିତ ନୂତନ ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦକୁ ସମ୍ପୂର୍ଣ୍ଣ ଭାବେ ବାଦ୍ ଦେବା ପାଇଁ ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଏକ ଆଧିକାରିକ ଚିଠି ଲେଖି ଜରୁରୀ ହସ୍ତକ୍ଷେପ ଲୋଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ‘ଜଗନ୍ନାଥ ଧାମ’ ଶବ୍ଦଟି ଭାରତର ପୂଜ୍ୟ ଚାରିଧାମ ମଧ୍ୟରୁ […]

Continue reading →
ଆହୁରି ୩ ଦିନ କଲବଲ କରିବ ଝଡବର୍ଷା

ଆହୁରି ୩ ଦିନ କଲବଲ କରିବ ଝଡବର୍ଷା

ଦିନରେ ପ୍ରବଳ ଗରମ ଗୁଳୁଗୁଳି ହେଉଥିବା ବେଳେ ସନ୍ଧ୍ୟା ହେଲେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି । ଅନେକ ସ୍ଥାନରେ କ୍ଷୟକ୍ଷତି ହେଉଛି । ତେବେ ଆହୁରି ଆଗାମୀ କିଛି ଦିନ ଏଭଳି ସ୍ଥିତି ରହିବା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସାତ ଜିଲାକୁ ଝଡ଼ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ମାଲକାନଗିରି, କୋରାପୁଟ, ନବରଙ୍ଗପୁରକୁ ଓ୍ବାର୍ନିଂ ଜାରି କରାଯାଇଛି । […]

Continue reading →

ପ୍ରତିଭା, ନିଷ୍ଠା ଓ କଠିନ ପରିଶ୍ରମ ବଳରେ ଦେଶକୁ ନୂଆ ଉଚ୍ଚତାକୁ ନେବାକୁ ପ୍ରସ୍ତୁତ ଭାରତର ଯୁବପିଢ଼ି

ଦିଲ୍ଲୀର ତ୍ୟାଗରାଜ ସ୍ପୋର୍ଟ୍ସ କମ୍ପ୍ଲେକ୍ସରେ କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭୀୟ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ‘ ବିକଶିତ ଭାରତ ପାଇଁ ଯୁବପିଢି: ମାଇ ଭାରତ ଯୁବ ସମ୍ମିଳନୀ’ରେ ଉଦବୋଧନ ଦେଇଥିଲେ। ଏହି ସମ୍ମିଳନୀରେ ସାରାଦେଶରୁ ଆସିଥିବା ୬୦୦୦ ରୁ ଅଧିକ ଯୁବକଯୁବତୀ ଯୋଗଦେଇଥିଲେ। ସେମାନେ ଛାତ୍ର, ଯୁବ ପେସାଦାର, ଯୁବତୀ, ଉଦ୍ୟୋଗୀ, କଣ୍ଟେଣ୍ଟ୍‌ କ୍ରିଏଟର୍‌, ନବସୃଜନକାରୀ, ଉଦୀୟମାନ ନେତା ଏବଂ କୃତିତ୍ୱ ହାସଲକାରୀଙ୍କ ସମେତ ବିବିଧ ପୃଷ୍ଠଭୂମିର […]

Continue reading →
ଛାତ୍ରଛାତ୍ରୀଙ୍କ ମାନସିକ ସୁସ୍ଥତା ପାଇଁ କେନ୍ଦ୍ରର ବଡ଼ ପଦକ୍ଷେପ: ‘ଜାତୀୟ ମାନସିକ ସ୍ୱାସ୍ଥ୍ୟ ଓ କଲ୍ୟାଣ ନୀତି’ର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶିକ୍ଷକମାନେ ସାଜିବେ ପ୍ରଥମ କାଉନସେଲର୍!

ଛାତ୍ରଛାତ୍ରୀଙ୍କ ମାନସିକ ସୁସ୍ଥତା ପାଇଁ କେନ୍ଦ୍ରର ବଡ଼ ପଦକ୍ଷେପ: ‘ଜାତୀୟ ମାନସିକ ସ୍ୱାସ୍ଥ୍ୟ ଓ କଲ୍ୟାଣ ନୀତି’ର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶିକ୍ଷକମାନେ ସାଜିବେ ପ୍ରଥମ କାଉନସେଲର୍!

ବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା କୁନି କୁନି ଛାତ୍ରଛାତ୍ରୀଙ୍କ ମାନସିକ ଚାପ ହ୍ରାସ କରିବା ଏବଂ ସେମାନଙ୍କ ସାମଗ୍ରିକ କଲ୍ୟାଣ ପାଇଁ କେନ୍ଦ୍ର ସରକାର ଏକ ବଡ଼ ନୀତି ଆଣିବାକୁ ଯାଉଛନ୍ତି। ବିଦ୍ୟାଳୟଗୁଡ଼ିକ ପାଇଁ ପ୍ରସ୍ତାବିତ ‘ଜାତୀୟ ମାନସିକ ସ୍ୱାସ୍ଥ୍ୟ ଓ କଲ୍ୟାଣ ନୀତି’ର ଡ୍ରାଫ୍ଟ ଉପରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ଏହି ସୂଚନା […]

Continue reading →
ବିଶ୍ୱ ପରିବେଶ ଦିବସରେ ‘ଏକ ପେଡ୍ ମା’ କେ ନାମ୍’ ଅଭିଯାନ:  ପରିବାର ସହ ଗଛ ଲଗାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କୁନି କୁନି ପିଲାଙ୍କୁ ଦେଲେ ପରିବେଶ ସୁରକ୍ଷାର ବାର୍ତ୍ତା!

ବିଶ୍ୱ ପରିବେଶ ଦିବସରେ ‘ଏକ ପେଡ୍ ମା’ କେ ନାମ୍’ ଅଭିଯାନ: ପରିବାର ସହ ଗଛ ଲଗାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କୁନି କୁନି ପିଲାଙ୍କୁ ଦେଲେ ପରିବେଶ ସୁରକ୍ଷାର ବାର୍ତ୍ତା!

ଆଜି ବିଶ୍ୱ ପରିବେଶ ଦିବସ ଅବସରରେ ସାରା ଦେଶରେ ପରିବେଶ ସୁରକ୍ଷାକୁ ନେଇ ବ୍ୟାପକ ସଚେତନତା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆହ୍ୱାନ କରାଯାଇଥିବା ‘ଏକ ପେଡ୍ ମା’ କେ ନାମ୍ ୩.୦’ ଅଭିଯାନରେ ସାମିଲ ହୋଇ ବୃକ୍ଷରୋପଣ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ପରିପ୍ରେକ୍ଷୀରେ ଶ୍ରୀ ପ୍ରଧାନ ନୂଆଦିଲ୍ଲୀଠାରେ ନିଜର ମା’ ଏବଂ ପରିବାର ସଦସ୍ୟଙ୍କ ସହ ମିଶି ବୃକ୍ଷରୋପଣ କରିଛନ୍ତି। ଏହା ସହିତ ଦିଲ୍ଲୀ କାଣ୍ଟନମେଣ୍ଟ ସ୍ଥିତ […]

Continue reading →
ଛାତ୍ରଛାତ୍ରୀଙ୍କ ମାନସିକ ସୁସ୍ଥତା ପାଇଁ କେନ୍ଦ୍ରର ବଡ଼ ପଦକ୍ଷେପ: ‘ଜାତୀୟ ମାନସିକ ସ୍ୱାସ୍ଥ୍ୟ ଓ କଲ୍ୟାଣ ନୀତି’ର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶିକ୍ଷକମାନେ ସାଜିବେ ପ୍ରଥମ କାଉନସେଲର୍!

ଓଡ଼ିଶା ପାଇଁ କେନ୍ଦ୍ରର ମେଗା ଭେଟି: ୮,୩୦୦ କୋଟିର ‘କୋଷ୍ଟାଲ ହାଇୱେ’ ପ୍ରକଳ୍ପକୁ ମଞ୍ଜୁରି; ରାମେଶ୍ୱରରୁ ପାରାଦୀପ ଯାଏଁ ନିର୍ମାଣ ହେବ ୧୬୦ କିମି ଗ୍ରୀନଫିଲ୍ଡ ରୋଡ୍‌!

ଓଡ଼ିଶାର ଭିତ୍ତିଭୂମି ଏବଂ ପ୍ରଗତି ପାଇଁ କେନ୍ଦ୍ର ସରକାର ଏକ ବଡ଼ ଐତିହାସିକ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ‘କୋଷ୍ଟାଲ ହାଇୱେ’ (ଉପକୂଳ ରାଜପଥ) ପ୍ରକଳ୍ପକୁ ଗ୍ରୀନ୍ ସିଗନାଲ୍ ମିଳିଛି। ଏନଏଚ୍-୯୦ (NH-90) ଅଧୀନରେ ପ୍ରାୟ ୧୬୦.୧୮ କିଲୋମିଟର ଲମ୍ବ ବିଶିଷ୍ଟ ଏହି ଗ୍ରୀନଫିଲ୍ଡ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୮ ହଜାର ୩୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହି […]

Continue reading →