ଗୁଜୁରାଟରେ ତିନି ଦିନିଆ ଓଡ଼ିଶା ନିବେଶକ ସମ୍ମିଳନୀ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ‘ଓଡ଼ିଶା ନିବେଶକ ସମ୍ମିଳନୀ ରୋଡ୍-ଶୋ’କୁ ସମ୍ୱୋଧନ ସହ ଶିଳ୍ପପତିଙ୍କ ସହ ୱାନଟୁ ୱାନ ଆଲୋଚନା କରିଛନ୍ତି। ଓଡ଼ିଶାକୁ ବହୁବିଧ ଶିଳ୍ପ ପାଇଁ ଥିବା ସୁବିଧା ଓ ସରକାରୀ ସହାୟତା ସୁବିଧା କଥା କହି ପୁଞ୍ଜି ନିବେଶ ପାଇଁ ଆହ୍ୱାନ ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ଭାରତ ସଂକଳ୍ପକୁ ଆଉ ପାଦେ ଆଗେଇ ନେବାକୁ ଅଣ୍ଟା ଭିଡ଼ିଛି ଓଡ଼ିଶା। ପ୍ରାକୃତିକ ସଂପଦରେ ଭରପୁର ଓଡ଼ିଶାରେ […]
Continue readingTag Archives: ଓଡ଼ିଶା
ସ୍କାଉଟ୍ ଗାଇଡ୍ ଫେଲୋସିପ୍ର ରାଜ୍ୟ ସଭାପତି ଭାବେ ଡାକ୍ତର ଅମ୍ରିତ ପାଟ୍ଟଯୋଶୀ ଓ ସମ୍ପାଦକ ଭାବେ ଡଃ ରୁଷି ପଟ୍ଟନାୟକ ନିର୍ବାଚିତ
ଭୁବନେଶ୍ୱର: ଭାରତୀୟ ସ୍କାଉଟ୍ ଗାଇଡ୍ ଫେଲୋସିପ୍ (ଓଡ଼ିଶା ରାଜ୍ୟ)ର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସ୍କାଉଟ୍ ଗାଇଡ୍ ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟରେ ଜାତୀୟ ସଭାପତି ଏମ୍.ଏ. କେମିକିଙ୍କ ନେତୃତ୍ୱରେ ଆୟୋଜିତ ଏକ ସ୍ୱତନ୍ତ୍ର ନିର୍ବାଚନ ସଭାରେ ସର୍ବସମ୍ମତି କ୍ରମେ ନୂତନ ଟିମ୍ ଗଠନ କରାଯାଇଛି। ଏହି ଅବସରରେ ରାଜ୍ୟ ସ୍କାଉଟ୍ ଗାଇଡ୍ ମୁଖ୍ୟ କମିଶନର ଡଃ କାଳୀ ମିଶ୍ର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନିର୍ବାଚିତ ହୋଇଛନ୍ତି। ବିଶିଷ୍ଟ ଚିକିତ୍ସକ ଡାକ୍ତର ଅମ୍ରିତ ପାଟ୍ଟଯୋଶୀ ରାଜ୍ୟ […]
Continue reading

