‘ବିକଶିତ ଭାରତ’ ପାଇଁ ‘ପୂର୍ବୋଦୟ’ ହେଉଛି ଅଭିବୃଦ୍ଧିର ଇଞ୍ଜିନ । ଏହି ଆହ୍ୱାନ ମଧ୍ୟରେ ଥିବା ସମ୍ଭାବନାକୁ ବାସ୍ତବର ରୂପ ଦେବା ସହ ସୁଯୋଗର ସମ୍ପୂର୍ଣ୍ଣ ଲାଭ ନେବା ପାଇଁ ସମସ୍ତେ ମିଳିତ ଭାବେ ଆଗେଇ ଆସିବା ଦରକାର ବୋଲି ଭୁବନେଶ୍ୱର ଠାରେ ‘ପୂର୍ବୋଦୟ ଦୃଷ୍ଟିକୋଣ – ୨୦୨୫’ ଉପରେ ଆୟୋଜିତ ଆନ୍ତର୍ଜାତୀୟ ସମ୍ମିଳନୀର ତୃତୀୟ ସଂସ୍କରଣରେ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବୈଦେଶିକ ବ୍ୟାପାର […]
Continue reading
