ନାରୀ ଶକ୍ତି ବନ୍ଦନ ଅଧିନିୟମ’କୁ ନେଇ ସମଗ୍ର ଭାରତବର୍ଷର ମାତୃଶକ୍ତିମାନେ ସମର୍ଥନ ଦେଉଥିବା ବେଳେ ବିରୋଧୀମାନେ ମହିଳାମାନଙ୍କ ପାଇଁ ଆସନ ବୃଦ୍ଧି ହେଉ ବୋଲି ଚାହୁଁନାହାନ୍ତି । ବିରୋଧୀମାନଙ୍କର ଏଭଳି ମନୋଭାବ ନାରୀ ଶକ୍ତିର ବିକାଶ ପଥରେ ବାଧା ସୃଷ୍ଟି କରୁଛି ବୋଲି ଆଜି ଦେବଗଡ଼ରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଆଜି […]
Continue readingTag Archives: dharmendra pradhan
ଆପାର୍ଟମେଣ୍ଟ ମାଲିକଙ୍କ ପାଇଁ ବଡ଼ ଖବର: କମିଲା ପଞ୍ଜିକରଣ ଟିକସ, ଆପାର୍ଟମେଣ୍ଟ ମାଲିକାନା ନିୟମାବଳୀ-୨୦୨୩ରେ ସଂଶୋଧନ
ରାଜ୍ୟ କ୍ୟାବିନେଟ ବୈଠକରେ ୮ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସଂପର୍କରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ଭୁବନେଶ୍ୱର: ଓଡ଼ିଶା ସରକାର ଆପାର୍ଟମେଣ୍ଟ ମାଲିକାନା ଏବଂ ପରିଚାଳନା କ୍ଷେତ୍ରରେ ଏକ ବଡ଼ ସଂସ୍କାର ଆଣିଛନ୍ତି। ‘ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ନିୟମାବଳୀ-୨୦୨୩’ରେ ପରିବର୍ତ୍ତନ କରାଯାଇ ଟିକସ ବ୍ୟବସ୍ଥାକୁ ସରଳୀକରଣ କରାଯାଇଛି। ବୁଧବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି […]
Continue readingରାଜଧାନୀରେ ଗର୍ଜିବେ ମହିଳା: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବିଶାଳ “ମହିଳା ଜନ ଆକ୍ରୋଶ ସମାବେଶ
ରାଜ୍ୟରେ ମହିଳାମାନଙ୍କ ବିରୋଧରେ ବଢ଼ୁଥିବା ଅପରାଧ, ଅସୁରକ୍ଷିତ ମନୋଭାବ ଏବଂ ଅଧିକାରକୁ ନେଇ ରାଜଧାନୀ ଭୁବନେଶ୍ୱରରେ ଏକ ବିଶାଳ “ମହିଳା ଜନ ଆକ୍ରୋଶ ସମାବେଶ” ଅନୁଷ୍ଠିତ ହେବାକୁ ଯାଉଛି। ବିଶିଷ୍ଟ ମହିଳା ନେତ୍ରୀ ଡା. ଐଶ୍ଚର୍ଯ୍ୟା ବିଶ୍ୱାଳଙ୍କ ନେତୃତ୍ୱରେ ହଜାର ହଜାର ମହିଳା ଏହି ସମାବେଶରେ ଯୋଗଦେଇ ସରକାରଙ୍କ ବିଫଳତା ବିରୋଧରେ ସ୍ୱର ଉତ୍ତୋଳନ କରିବେ। ଡା. ଐଶ୍ଚର୍ଯ୍ୟା ବିଶ୍ୱାଳଙ୍କ କହିବା ଅନୁଯାୟୀ, ଓଡ଼ିଶାରେ ମହିଳାମାନେ ଆଜି ବି ଅସୁରକ୍ଷିତ। ଶିଶୁ କନ୍ୟାଠାରୁ ଆରମ୍ଭ କରି ବୃଦ୍ଧାଙ୍କ […]
Continue readingମହିଳାଙ୍କ ସ୍ୱାଭିମାନ ଓ ସଶକ୍ତିକରଣ ଡବଲ ଇଞ୍ଜିନ ସରକାରର ପ୍ରାଥମିକତା – ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର ଧନୁପାଲି ସ୍ଥିତ ଆଦିତ୍ୟ କଲ୍ୟାଣ ମଣ୍ଡପ ଠାରେ ଆଜି ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ଏକ ମାନବିକ ତଥା ପବିତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ନବଦମ୍ପତିଙ୍କୁ ନିଜର ଶୁଭେଚ୍ଛା ଜଣାଇବା ସହ ଏହି ଯୋଜନାକୁ ସରକାରଙ୍କ ସମ୍ବେଦନଶୀଳତାର ପରିଚୟ ବୋଲି ଅଭିହିତ କରିଛନ୍ତି। ସମ୍ବଲପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ମ୍ୟୁନିସିପାଲିଟି […]
Continue readingଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ
ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ । ମହିଳା ବିଲକୁ ବିରୋଧୀ ଦଳ ସମର୍ଥନ ନଦେବା ପ୍ରସଙ୍ଗରେ ରାଜ୍ୟସ୍ତରରୁ ମଣ୍ଡଳସ୍ତର ପର୍ଯ୍ୟନ୍ତ କ୍ୟାମ୍ପେନ କରିବ ବିଜେପି । ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି କରାଯିବ। ସବୁ ବର୍ଗର ୫୦ ହଜାରରୁ ଊର୍ଦ୍ଧ୍ବ ମହିଳାଙ୍କୁ ସାମିଲ କରାଯିବ । ୨୪ ଏବଂ ୨୫ରେ ସମସ୍ତ ସାଂଗଠନିକ ଜିଲ୍ଲାରେ ହେବ ମହିଳା ଜନ ଆକ୍ରୋଶ ସମ୍ମିଳନୀ । ୨୭ରୁ୨୯ ଯାଏଁ ସମସ୍ତ […]
Continue readingଆସନ୍ତାକାଲି ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀ, ଏହାପୂର୍ବରୁ ଭାରତୀୟ ସେନା ଏକ କଡ଼ା ବାର୍ତ୍ତା ଜାରି କରିଛି
ଆସନ୍ତାକାଲି ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀ। ଏହାପୂର୍ବରୁ ଭାରତୀୟ ସେନା ଏକ କଡ଼ା ବାର୍ତ୍ତା ଜାରି କରିଛି। ସୋସିଆଲ ମିଡିଆରେ ଏକ ପୋଷ୍ଟରେ, ଭାରତୀୟ ସେନା ଏହି ଘୃଣ୍ୟ ଆକ୍ରମଣ ପରେ ଆରମ୍ଭ ହୋଇଥିବା ଅପରେସନ ସିନ୍ଦୂରକୁ ଉଲ୍ଲେଖ କରି ଲେଖିଛି, “ଭାରତ ଭୁଲେ ନାହିଁ; ସୀମା ଉଲ୍ଲଂଘନ ହେଲେ ଏହାର ନିର୍ଣ୍ଣାୟକ ଜବାବ ଦିଏ।” ଜମ୍ମୁ ଏବଂ କାଶ୍ମୀରର ସୁନ୍ଦର ସମତଳ ଭୂମିରେ ଅବସ୍ଥିତ ପହଲଗାମର ବୈସାରନ ଉପତ୍ୟକାରେ ଏହି ଆତଙ୍କବାଦୀ ଆକ୍ରମଣ ସମୟରେ, […]
Continue readingଆଜି ଓଡ଼ିଆ ଜାତିର ଗର୍ବ ଗୈାରବ , ମେଧା ପତାକା ଉତ୍ତୋଳକ କବିରାଜ ଜୟଦେବଙ୍କ ପବିତ୍ର ଜୟନ୍ତୀ
ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା ଓଡ଼ିଆ ଜାତିର ଗର୍ବ ଗୈାରବ , ମେଧା ପତାକା ଉତ୍ତୋଳକ କବିରାଜ ଜୟଦେବଙ୍କ ପବିତ୍ର ଜୟନ୍ତୀ । ବିଶେଷ କରି ବ୍ୟକ୍ତିଗତ ଭାବେ ଆମ ପାଇଁ ମଧ୍ୟ ଏକ ସ୍ମରଣୀୟ ତିଥି । ଆଜି ର ତିଥି ରେ ଆମ ଜନ୍ମଦାତ୍ରୀ ଜନ୍ମ ଗ୍ରହଣ କରିଥିଲା । ବୋଉ ବଞ୍ଚିଥିଲେ ଆଜି ଆମେ ତା’ର ଜନ୍ମ ଶତବାର୍ଷିକୀ ପାଳନ କରିବାର ସୌଭାଗ୍ୟ ଲାଭ କରିଥାନ୍ତୁ । ପ୍ରଭୁ ଆମକୁ ସେ […]
Continue readingମୁଖ୍ୟମନ୍ତ୍ରୀଙ୍କୁ ‘ନମାମି ମନ୍ଦାକିନୀ’ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାଂସ୍କୃତିକ ଓ ବୌଦ୍ଧିକ ଅନୁଷ୍ଠାନ ‘ନମାମି ମନ୍ଦାକିନୀ ଓ ପୂଜ୍ୟ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନ’ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ନିଷ୍ଠା ଓ ଓଡ଼ିଶା ପ୍ରତି ଥିବା ସେବା ପାଇଁ “ସୁଯୋଗ୍ୟ ଓଡ଼ିଆ ସମ୍ମାନ-୨୦୨୬” ରେ ସମ୍ମାନିତ କରାଯାଇଛି।ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ସୌଜନ୍ୟମୂଳକ ସାକ୍ଷାତକାର ସମୟରେ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଓଡ଼ିଆ ପରମ୍ପରା ଅନୁଯାୟୀ ସ୍ୱାଗତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଙ୍କୁ ଉତ୍ତରୀୟ, ପଗଡ଼ି, ସାଲ୍, ଟ୍ରଫି, ପୁଷ୍ପଗୁଚ୍ଛ […]
Continue readingମୁଖ୍ୟମନ୍ତ୍ରୀଙ୍କୁ ‘ନମାମି ମନ୍ଦାକିନୀ’ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାଂସ୍କୃତିକ ଓ ବୌଦ୍ଧିକ ଅନୁଷ୍ଠାନ ‘ନମାମି ମନ୍ଦାକିନୀ ଓ ପୂଜ୍ୟ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନ’ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ନିଷ୍ଠା ଓ ଓଡ଼ିଶା ପ୍ରତି ଥିବା ସେବା ପାଇଁ “ସୁଯୋଗ୍ୟ ଓଡ଼ିଆ ସମ୍ମାନ-୨୦୨୬” ରେ ସମ୍ମାନିତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ସୌଜନ୍ୟମୂଳକ ସାକ୍ଷାତକାର ସମୟରେ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଓଡ଼ିଆ ପରମ୍ପରା ଅନୁଯାୟୀ ସ୍ୱାଗତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଙ୍କୁ ଉତ୍ତରୀୟ, ପଗଡ଼ି, ସାଲ୍, […]
Continue readingଲୋକସଭାରେ କାଟ୍ ଖାଇଛି ମହିଳା ସଂରକ୍ଷଣ ବିଲ୍ ଆଗକୁ କଣ ହେବ ?
ଭାରତୀୟ ସଂସଦୀୟ ଇତିହାସରେ ଏକ ନାଟକୀୟ ମୋଡ଼ ଦେଖିବାକୁ ମିଳିଛି। ବହୁ ଚର୍ଚ୍ଚିତ ମହିଳା ସଂରକ୍ଷଣ ଏବଂ ସୀମା ପୁନଃନିର୍ଦ୍ଧାରଣ (Delimitation) ବିଲ୍ ଲୋକସଭାରେ ଗୃହୀତ ହୋଇପାରିନାହିଁ ବା କାଟ୍ ଖାଇଛି। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଏବଂ କେତେକ ବୈଷୟିକ କାରଣରୁ ଏହି ଗୁରୁତ୍ୱପୂର୍ଣ୍ଣ ବିଲ୍ ଅଟକି ଯିବା ଫଳରେ ଆଗାମୀ ନିର୍ବାଚନୀ ରଣନୀତି ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାର ସମ୍ଭାବନା ରହିଛି। ବିରୋଧୀ ଦଳଗୁଡ଼ିକ ମହିଳା ସଂରକ୍ଷଣ ଭିତରେ ଓବିସି (OBC) କୋଟା ପାଇଁ […]
Continue reading









