ଶିକ୍ଷା ହିଁ ସମାଜର ମୁକ୍ତିର ମାର୍ଗ । ସ୍ୱାଧୀନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ଭଳି ଜନନାୟକମାନେ ବିଶ୍ୱାସ କରୁଥିଲେ ଯେ କେବଳ ପାଠ ପଢ଼ିବା ଶିକ୍ଷା ନୁହେଁ, ବରଂ ଶିକ୍ଷା ହେଉଛି ଅନ୍ଧକାରରୁ ଆଲୋକକୁ ଯିବାର ଏକ ମାଧ୍ୟମ । ଏହି ବିଚାରରେ ସେ କଣିହାଁ ଠାରେ ଏକ ଶିକ୍ଷାନୁଷ୍ଠାନ ସଦୃଶ ଏକ ମଞ୍ଜି ବୁଣିଥିଲେ, ଯାହା ଏବେ ପିଏମ୍ ଶ୍ରୀ ପବିତ୍ର ମୋହନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାମରେ ନାମିତ ହୋଇ ବଟ୍ଟବୃକ୍ଷର […]
Continue readingTag Archives: dharmendra pradhan
ଆଗାମୀ ନିର୍ବାଚନ ଲଢ଼ିବାକୁ ମୋର ଇଚ୍ଛା ନାହିଁ : ପରିବହନ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା
ଆଗାମୀ ନିର୍ବାଚନ ଲଢ଼ିବାକୁ ମୋର ଇଚ୍ଛା ନାହିଁ । ଏମିତି କିଛି ପ୍ରତିକ୍ରିୟା ରଖିଛନ୍ତି ପରିବହନ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି, ବୟସର କଥା ନୁହଁ ମୁଁ ରାଜନୀତି ଛାଡ଼ିବି ନାହିଁ । ରାଜନୀତି କରିବି, କାରଣ ଲୋକଙ୍କ ସେବା କରିବା ପାଇଁ ରାଜନୀତି ଏକ ପ୍ରକୃଷ୍ଟ ମଞ୍ଚ । ମୁଁ ଗୋଟେ ଭଲ ରାଜନୈତିକ ଦଳରେ ଅଛି, ଯାହା ବିଶ୍ୱର ସର୍ବବୃହତ ରାଜନୈତିକ ଦଳ । ଭାରତୀୟ ଜନତା ପାର୍ଟି […]
Continue readingଆଜିଠୁ ଆରମ୍ଭ ଟି-୨୦ ବିଶ୍ଵକପ୍ ମହାସମର : ଟସ୍ ଜିତି ଆମେରିକାର ବୋଲିଂ ନିଷ୍ପତ୍ତି
ଆଜିଠୁ ଆରମ୍ଭ ହୋଇ ଯାଇଛି ଟି-୨୦ ବିଶ୍ଵକପ୍ ମହାସମର। ପାକିସ୍ତାନ ଓ ନେଦରଲାଣ୍ଡ ମଧ୍ୟରେ ଉଦଘାଟନୀ ମ୍ୟାଚ୍ ଖେଳା ଯାଇଥିବା ବେଳେ ଓ୍ଵେଷ୍ଟଇଣ୍ଡିଜ ଓ ସ୍କଟଲାଣ୍ଡ ମଧ୍ୟରେ ହୋଇଛି ଦ୍ଵିତୀୟ ମୁକାବିଲା। ଆଉ ତୃତୀୟ ମୁକାବିଲାରେ ମୁହାଁମୁହିଁ ହେଉଛନ୍ତି ଡିଫେଣ୍ଡିଂ ଚାମ୍ପିଅନ ଭାରତ ଓ ଆମେରିକା। ଏହି ମ୍ୟାଚ୍ ଜିତି ଭାରତ ବିଜୟରୁ ନିଜର ଅଭିଯାନ ଆରମ୍ଭ କରିବା ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ। ଅନ୍ୟପଟେ ଆମେରିକା ବିଶ୍ଵ କ୍ରିକେଟରେ ନିଜର ସ୍ଵତନ୍ତ୍ର ଛାପ ଛାଡ଼ିବାକୁ ଉଦ୍ୟମ […]
Continue readingବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର ଠାରେ ଶନିବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭କୁ ‘ବିକଶିତ ଭାରତ’ ଗଠନର ଏକ ବଳିଷ୍ଠ ଆଧାର ବୋଲି ଅଭିହିତ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସବକା ସାଥ୍, ସବକା ବିକାଶ’ ମନ୍ତ୍ରରେ ଅନୁପ୍ରାଣିତ ଏହି ବଜେଟ୍, ସମାଜର ସବୁ ବର୍ଗର ଆକାଂକ୍ଷା ପୂରଣ କରିବା ସହ ଶିକ୍ଷା, କୃଷି ଓ ପର୍ଯ୍ୟଟନ ପରି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଓଡ଼ିଶା ପାଇଁ ବିକାଶର […]
Continue readingଅଣ୍ଡର-୧୯ ପୁରୁଷ ବିଶ୍ୱକପ୍: ଷଷ୍ଠ ଥର ବିଶ୍ୱ ବିଜୟୀ ହେଲା ଭାରତ
ଷଷ୍ଠ ଥର ବିଶ୍ୱ ବିଜୟୀ ହେଲା ଭାରତ। । ୨୦୦୦, ୨୦୦୮, ୨୦୧୨, ୨୦୧୮ ଏବଂ ୨୦୨୨ରେ ପରେ ଏବେ ୨୦୨୬ର ଟାଇଟଲ ହାତେଇଲା। ଶୁକ୍ରବାର ହରାରେର ହରାରେ ସ୍ପୋର୍ଟ୍ସ କ୍ଲବରେ ଖେଳାଯାଇଥିବା ଅଣ୍ଡର-୧୯ ପୁରୁଷ ବିଶ୍ୱକପ୍ ୨୦୨୬ର ଫାଇନାଲ ମ୍ୟାଚରେ ଭାରତ ଇଂଲଣ୍ଡକୁ ୧୦୦ ରନ୍ରେ ପରାସ୍ତ କରିଛି। ଆଜିର ମ୍ୟାଚ୍ରେ ଟସ୍ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଟିମ୍ ଇଣ୍ଡିଆର ବ୍ୟାଟରମାନେ ଧୂଆଁଦାର ବ୍ୟାଟିଂ କରି ଇଂଲଣ୍ଡ ଆଗରେ ୪୧୨ ରନ୍ରେ […]
Continue readingପାକିସ୍ତାନରେ ନମାଜ ବେଳେ ବିସ୍ଫୋରଣ,ବର୍ତ୍ତମାନ ସୁଦ୍ଧା ୩୯ ଜଣଙ୍କର ମୃତ, ୧୬୯ରୁ ଅଧିକ ଆହତ
ଶୁକ୍ରବାର ପାକିସ୍ତାନରେ ପୁଣି ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୩୯ ଜଣଙ୍କର ମୃତ୍ୟୁ ହୋଇଛି। ୧୬୯ରୁ ଅଧିକ ଆହତ ହୋଇଛନ୍ତି। ଡନର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ରାଜଧାନୀ ଇସ୍ଲାମାବାଦର ଶେହଜାଦ ଟାଉନ୍ ଅଞ୍ଚଳର ତରଲାଇ ଇମାମବାରଗାରେ ଏହି ବିସ୍ଫୋରଣ ଘଟିଛି। ଶୁକ୍ରବାର ନମାଜ ବେଳେ ଏହି ବିସ୍ଫୋରଣ କରାଯାଇଥିବା ମିଡିଆରେ ଖବର ପ୍ରକାଶ ପାଇଛି। ପାକିସ୍ତାନ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ (ପିଆଇଏମ୍ଏସ୍)ର ଜଣେ ମୁଖପାତ୍ରଙ୍କ ଠାରୁ ରିପୋର୍ଟ ନେଇନ ଏକ୍ସପ୍ରେସ୍ ଟ୍ରିବ୍ୟୁନ୍ […]
Continue readingପରୀକ୍ଷା ପେ ଚର୍ଚ୍ଚା’ ଛାତ୍ରଛାତ୍ରୀଙ୍କ ପାଇଁ ସର୍ବଶ୍ରେଷ୍ଠ ମାର୍ଗଦର୍ଶକ ସାଜିଛି – ଧର୍ମେନ୍ଦ୍ର ପ୍ରଧାନ
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ ଦେଶର କୋଟି କୋଟି ବିଦ୍ୟାର୍ଥୀଙ୍କୁ ନୂଆ ରାସ୍ତା ଦେଖାଉଛି । ପ୍ରଧାନମନ୍ତ୍ରୀଙ୍କ ଛୋଟ ଛୋଟ ଟିପ୍ସ ଏବଂ ସରଳ ଉଦାହରଣ ଛାତ୍ରଛାତ୍ରୀଙ୍କ ମନରୁ ପରୀକ୍ଷା ଭୟ ଦୂର କରି ସେମାନଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିଛି । ଏହି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ପାଇଁ ସବୁଠୁ ବଡ ମାର୍ଗଦର୍ଶକ ସାଜିବାରେ ସହାୟକ ହୋଇଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ […]
Continue readingଓ୍ଵିମେନ ପ୍ରିମିୟର ଲିଗ୍ ଚତୁର୍ଥ ସଂସ୍କରଣରେ ବାଜି ମାରିଲା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ
ଓ୍ଵିମେନ ପ୍ରିମିୟର ଲିଗ୍(ଡବ୍ଲ୍ୟୁପିଏଲ)ର ଚତୁର୍ଥ ସଂସ୍କରଣରେ ବାଜି ମାରିଲା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ। ରୋମାଞ୍ଚକର ଫାଇନାଲ୍ରେ ଦଳ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ଓ୍ଵିକେଟରେ ହରାଇ ଦ୍ଵିତୀୟ ଥର ଟାଇଟଲ୍ ଜିତିଛି ଆରସିବି। ଅନ୍ୟପଟେ ଲଗାତାର ଚତୁର୍ଥ ଥର ଫାଇନାଲରେ ପହଞ୍ଚି ମଧ୍ୟ ଦିଲ୍ଲୀ କ୍ୟାପିଟାଲ୍ସର ଚାମ୍ପିଅନ ହେବାର ସ୍ଵପ୍ନ ଧୂଳିସାତ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୪ ଓ୍ଵିକେଟ୍ ହରାଇ ବିଶାଳ ୨୦୩ ରନ କରିଥିଲା।ଜବାବରେ ଅଧିନାୟକ ସ୍ମିତି ମନ୍ଧାନାଙ୍କ ବିସ୍ଫୋରକ ୮୭ ରନ ଏବଂ […]
Continue readingଭାରତ ଟ୍ୟାକ୍ସିର ଶୁଭାରମ୍ଭ
କେନ୍ଦ୍ର ମନ୍ତ୍ରୀ ଅମିତ ଶାହ ପ୍ରଥମ ସମବାୟ ନେତୃତ୍ୱାଧୀନ ରାଇଡ୍-ହେଲିଂ ପ୍ଲାଟଫର୍ମ ଭାରତ ଟ୍ୟାକ୍ସିର ଶୁଭାରମ୍ଭ କରିଛନ୍ତି । କେନ୍ଦ୍ର ଗୃହ, ସମବାୟ ମନ୍ତ୍ରୀ ଅମିତ ଶାହ ଗୁରୁବାର ଦୁଇ ମାସର ସଫଳ ପାଇଲଟ୍ ଅପରେସନ୍ ପରେ ଭାରତର ପ୍ରଥମ ସମବାୟ ନେତୃତ୍ୱାଧୀନ ରାଇଡ୍-ହେଲିଂ ପ୍ଲାଟଫର୍ମ, ଭାରତ ଟ୍ୟାକ୍ସିର ଶୁଭାରମ୍ଭ କରିଛନ୍ତି । ଏହି ସେବା ପ୍ରାରମ୍ଭିକ ଭାବରେ ଦିଲ୍ଲୀ-ଏନସିଆର ଏବଂ ଗୁଜରାଟରେ ଆରମ୍ଭ କରାଯାଇଛି । ଆଗାମୀ ଦୁଇ ବର୍ଷ ମଧ୍ୟରେ ସମସ୍ତ ରାଜ୍ୟ ଏବଂ […]
Continue reading‘ଲକ୍ଷ୍ମୀପୂରାଣ’ ମହିଳା ସଶକ୍ତିକରଣ, ସ୍ୱଚ୍ଛତା ସହ ସାମାଜିକ ସମରସତାର ବାର୍ତ୍ତା ଦେଇଛି – ଧର୍ମେନ୍ଦ୍ର ପ୍ରଧାନ
ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ସାମାଜିକ ସମରସତା ଓ ନ୍ୟାୟର ଶ୍ରେଷ୍ଠ ପ୍ରତୀକ । ତାଙ୍କ ପାଖରେ ଗରିବ-ଧନୀ କିମ୍ବା ଜାତି-ବର୍ଣ୍ଣର କୌଣସି ଭେଦଭାବ ନାହିଁ, ବରଂ ସମସ୍ତେ ସମାନ । ଆଜି ନୂଆଦିଲ୍ଲୀର ହଜଖାସ୍ ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ “ଭଗବାନ ଜଗନ୍ନାଥ : ଅଧ୍ୟାତ୍ମ ଏବଂ ବିଜ୍ଞାନର ଏକ ବିଲକ୍ଷଣ ସଂଗମ(‘Bhagwan Jagannath: The Unparallel Confluence of Science and Spiritualism’) ର ଇଂରାଜୀ ଓ ହିନ୍ଦୀ ସଂକଳନକୁ ଉନ୍ମୋଚନ କରିବା ଅବସରରେ […]
Continue reading









