ବନ୍ଦ ହେବ ଯୁଦ୍ଧ । ଆମେରିକା ଏବଂଇରାନ ମଧ୍ୟରେ ତିକ୍ତତାବଢିବନି । କେହି କାହାରି ଉପରେ ଆଉ ଆକ୍ରମଣ କରିବେନି । କାରଣ ଦୁଇ ଦେଶ ମଧ୍ୟରେ ହୋଇଛି ଶାନ୍ତି ଚୁକ୍ତି । ଏନେଇ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ । ଟ୍ରମ୍ପ୍ କହିଛନ୍ତି ଯେ, ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ହୋଇଛି । ଏବେ ଷ୍ଟ୍ରେଟ୍ ଅଫ୍ ହର୍ମୋଜ୍ ଖୋଲିବ । ଆମେରିକୀୟ ନୌସେନା ଯେଉଁ କଟକଣା ଲଗାଇଥିଲା ତାହାକୁ […]
Continue readingTag Archives: dharmendra pradhan
ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ସଫଳତା । ଓଡ଼ିଶା ମାଟିରୁ LRLACMର ସଫଳ ପରୀକ୍ଷଣ
ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ସଫଳତା । ଓଡ଼ିଶା ମାଟିରୁ LRLACMର ସଫଳ ପରୀକ୍ଷଣ । ସ୍ୱଦେଶୀ କ୍ରୁଜ୍ ମିସାଇଲର ସଫଳ ଫ୍ଲାଇଟ ଟେଷ୍ଟ । ଭାରତୀୟ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ ପକ୍ଷରୁ ଭଦ୍ରକ ଧାମରା ସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ‘ଲଙ୍ଗ୍ ରେଞ୍ଜ୍ ଲ୍ୟାଣ୍ଡ୍ ଆଟାକ୍ କ୍ରୁଜ୍ ମିସାଇଲ୍’ (LRLACM)ର ସଫଳ ଫ୍ଲାଇଟ ଟେଷ୍ଟ କରାଯାଇଛି। ଏହି ପରୀକ୍ଷଣ ସମୟରେ ମିସାଇଲ୍ ତା’ର ସମସ୍ତ ଗୁରୁତ୍ୱପୂର୍ଣ୍ଣ […]
Continue readingଉଦଘାଟିତ ହେଲା ବହୁ ପ୍ରତିକ୍ଷିତ ନୂତନ ସଡ଼କ,ଏକାମ୍ର ପାର୍କରୁ ଏବେ ଇନଫୋସିଟି ଦେଇ ଅନ୍ଧାରୁଆ ରାସ୍ତା ସମ୍ପୁର୍ଣ୍ଣ ପରେ ଆଜି ଠାରୁ ସର୍ବସାଧାରଣ ନିମନ୍ତେ ଖୋଲିଛି
ରାଜଧାନୀରେ ଖୋଲିଲା ନୂଆ ସଡ଼କ । ଏକାମ୍ର ପାର୍କରୁ ଏବେ ଇନଫୋସିଟି ଦେଇ ଅନ୍ଧାରୁଆ ଇନଷ୍ଟିଚ୍ୟୁ ଅଫ ମାଥମେଟିକକୁ ଯିବା ହେବ ସହଜ। ଉଦଘାଟିତ ହେଲା ବହୁ ପ୍ରତିକ୍ଷିତ ନୂତନ ସଡ଼କ । ଏକାମ୍ର କାନନ ରୁ ସାଲିଆ ସାହି ଦେଇ ନିର୍ମିତ ଥିବା ଇନଫୋସିଟି ରାସ୍ତାଟି ସମ୍ପୁର୍ଣ୍ଣ ପରେ ଆଜି ଠାରୁ ସର୍ବସାଧାରଣ ନିମନ୍ତେ ଉଦଘାଟିତ ହୋଇଛି । ନୂତନ ରାସ୍ତାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାରଙ୍କ ଦୁଇ […]
Continue readingରାଜ୍ୟରେ ମୋହନ ମାଝୀ ସରକାରଙ୍କୁ ପୁରିଲା ଦୁଇବର୍ଷ,ଗତ ଦୁଇବର୍ଷ ମଧ୍ୟରେ ୧୨୧ଟି ନୂଆ ଯୋଜନା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ
ରାଜ୍ୟରେ ମୋହନ ମାଝୀ ସରକାରଙ୍କୁ ପୁରିଲା ଦୁଇବର୍ଷ । ଠିକ ଦୁଇ ବର୍ଷ ତଳେ ଆଜିର ଦିନରେ ରାଜ୍ୟରେ ବିଜେପି ସରକାର ଏବଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ ମାଝୀ । ଦୁଇ ପୂର୍ତ୍ତି ଅବସରରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି ନିଜର ଉପଲବ୍ଧି ବଖାଣିଛନ୍ତି ମୋହନ ମାଝି । ଗତ ଦୁଇବର୍ଷ ମଧ୍ୟରେ ୧୨୧ଟି ନୂଆ ଯୋଜନା ଆରମ୍ଭ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଆଗାମୀ ଦିନରେ ନୂଆ ଯୋଜନା ବିଷୟରେ କହିଛନ୍ତି […]
Continue readingମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଆରମ୍ଭ ଶୁଭାରମ୍ଭ କଲେ ମୋହନ ସରକାର , ପ୍ରତି ବ୍ୟକ୍ତିଙ୍କୁ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ଏହି ଯୋଜନାରେ ନିଶୁଳ୍କ ଆକାରରେ ମିଳିବ
ଓଡ଼ିଶାର କୌଣସି ପରିବାର ଭୋକରେ ରହିବେ ନାହିଁ । କୌଣସି ଶିଶୁ ଅପପୁଷ୍ଟିର ଶିକାର ହେବେ ନାହିଁ । କୌଣସି ବୟୋଜ୍ୟଷ୍ଠ ଅନ୍ନ ଅଭାବରୁ କଷ୍ଟ ପାଇବେ ନାହିଁ । ଏହି ମହାନ୍ ଉଦ୍ଦେଶ୍ୟ ରଖି ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଆରମ୍ଭ କରାଯାଇଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ସମାରୋହ ଅବସରରେ ଜନକଲ୍ୟାଣକାରୀ ଯୋଜନା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ ଅବସରରେ କହିଛନ୍ତି । ଭୁବନେଶ୍ୱର ୟୁନିଟ୍-୩, ଇଡ୍କୋ […]
Continue readingସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ଓ ଭାରତୀୟ ନାରୀର ସଂଘର୍ଷ
ଭାରତୀୟ ସମାଜରେ ଜଣେ ମହିଳା କେବଳ ଏକ ପରିବାରର ସଦସ୍ୟ ନୁହଁନ୍ତି, ବରଂ ସେ ହେଉଛନ୍ତି ସେହି ପରିବାରର ମେରୁଦଣ୍ଡ। ସକାଳୁ ସମସ୍ତେ ଶୋଇବା ପୂର୍ବରୁ ତାଙ୍କର ଦିନ ଆରମ୍ଭ ହୁଏ ଏବଂ ରାତିରେ ସମସ୍ତେ ଶୋଇବା ପରେ ତାଙ୍କ କାମ ସରେ। ବିନା କୌଣସି ଛୁଟି, ଦରମା ବା ଅଭିଯୋଗରେ ସେ ବର୍ଷ ବର୍ଷ ଧରି ପରିବାର ପାଇଁ ନିଜକୁ ସମର୍ପିତ କରିଦିଅନ୍ତି। ଗୃହିଣୀମାନଙ୍କର ଏହି ଅଦୃଶ୍ୟ ପରିଶ୍ରମ ଓ ସେବାକୁ ଏକ ବଡ଼ ସ୍ୱୀକୃତି […]
Continue reading୩୦ ଜୁନ ୨୦୨୬ରେ କାଗଜ ନୋଟ୍ ହଟାଇ ତା ସ୍ଥାନରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନକୁ ଆଣିବାକୁ ଯାଉଥିବା ଦାବି କୁ ଅମାନ୍ୟ କଲେ କେନ୍ଦ୍ର ସରକାର
ଭାରତ ସରକାର ଇଣ୍ଟରନେଟ୍ ମିଡିଆରେ ପ୍ରସାର ହେଉଥିବା ସେହି ସବୁ ଖବରକୁ ଖାରଜ କରିଦେଇଛନ୍ତି ଯେଉଁଥିରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଚଳିତମାସ ଶେଷ ସୁଦ୍ଧା ସବୁ କାଗଜ ନୋଟ ହଟାଇ ଦେଶରେ ପ୍ଲାଷ୍ଟିକ ନୋଟ୍ ପ୍ରଚଳନ କରିବେ ବୋଲି ଦାବି କରାଯାଉଛି। ସରକାର ସ୍ପଷ୍ଟ କରିଛନ୍ତି ଯେ କେନ୍ଦ୍ରୀୟ ବ୍ୟାଙ୍କ ଏପରି କୌଣସି ନିର୍ଦ୍ଦେଶ ଜାରି କରି ନାହାନ୍ତି ଓ କାଗଜ ମୁଦ୍ରା ପୂର୍ବବତ୍ ପ୍ରଚଳନରେ ରହିବ। ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଫ୍ୟାକ୍ଟ ଚେକ୍ […]
Continue readingରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜଜିଲ୍ଲା ରାଇରଙ୍ଗପୁର କାର୍ଯ୍ୟକ୍ରମ ପାଇଁ ସୁରକ୍ଷା
ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜଜିଲ୍ଲା ରାଇରଙ୍ଗପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସୁରକ୍ଷା ଦୃଷ୍ଟିରୁ ସମସ୍ତ କାର୍ଯ୍ୟକ୍ରମ ସ୍ଥଳ ଓ ଫଙ୍କସନ୍ ସାଇଟ୍କୁ ନୋ ଡ୍ରୋନ୍ ଜୋନ୍ ବା ନୋ ଫ୍ଲାଇଙ୍ଗ୍ ଜୋନ୍’ ଘୋଷଣା କରାଯାଇଛି। ମୟୂରଭଞ୍ଜ ଜିଲ୍ଲାପାଳ ଓ ଜିଲ୍ଲାଦଣ୍ଡାଧୀଶଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ପତ୍ରରେ କୁହାଯାଇଛି ଯେ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥା କଠୋର କରାଯିବା ଏହି ସମୟରେ […]
Continue readingକ୍ରୀଡ଼ା କେବଳ, ମେଡାଲ, ରେକର୍ଡ କିମ୍ବା ଜୟ-ପରାଜୟ ମଧ୍ୟରେ ସୀମିତ ନୁହେଁ, ବରଂ ଏହା ଜୀବନରେ ଅନୁଶାସନ
କ୍ରୀଡ଼ା କେବଳ, ମେଡାଲ, ରେକର୍ଡ କିମ୍ବା ଜୟ-ପରାଜୟ ମଧ୍ୟରେ ସୀମିତ ନୁହେଁ, ବରଂ ଏହା ଜୀବନରେ ଅନୁଶାସନ, ଟିମ୍ ୱାର୍କ ଏବଂ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ଧୈର୍ଯ୍ୟ ଶିଖାଇଥାଏ ବୋଲି କ୍ରୀଡ଼ା ଓ ଯୁବସେବା ବିଭାଗ ଦ୍ୱାରା ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ର ଉଦ୍ଯାପନ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି। ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମ ଆଗାମୀ ଦିନରେ କ୍ରୀଡ଼ାର ବିକାଶ […]
Continue readingରାଜ୍ୟସଭା ଉପନିର୍ବାଚନ ଲାଗି ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ: ବିଜୟ ଏକପ୍ରକାର ସୁନିଶ୍ଚିତ?
ଓଡ଼ିଶାରୁ ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ରାଜନୈତିକ ଗତିବିଧି ବେଶ୍ ଜୋର୍ ଧରିଛି। ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ଆଧିକାରିକ ପ୍ରାର୍ଥୀ ଭାବେ ଘୋଷଣା ହେବା ପରେ ବରିଷ୍ଠ ନେତା ଦେବାଶିଷ ସାମନ୍ତରାୟ ଓଡ଼ିଶା ବିଧାନସଭା ପରିସରରେ ନିଜର ନାମାଙ୍କନ ପତ୍ର ଦାଖଲ କରିସାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଏବଂ ଦଳର ଅନ୍ୟାନ୍ୟ ବରିଷ୍ଠ ମନ୍ତ୍ରୀ ଓ ବିଧାୟକମାନଙ୍କ ଗହଣରେ ସେ ପ୍ରାର୍ଥିପତ୍ର ଦାଖଲ କରି […]
Continue reading









