ନବୀନ ନିବାସରେ ଦଳର ବଡ ବୈଠକ,ବୈଠକ ପରେ ପ୍ରୀତିରଞ୍ଜନ ଘଡାଇଙ୍କ ବିସ୍ପୋରକ ବୟାନ

ନବୀନ ନିବାସରେ ଦଳର ବଡ ବୈଠକ,ବୈଠକ ପରେ ପ୍ରୀତିରଞ୍ଜନ ଘଡାଇଙ୍କ ବିସ୍ପୋରକ ବୟାନ

ବିଜେଡିରେ ପୁଣି ହଲଚଲ । କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି । ଏହି ବୈଠକରେ ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ପ୍ରତାପ ଜେନାଙ୍କ ସମେତ ବରିଷ୍ଠ ନେତା ଉପସ୍ଥିତ ରହିଛନ୍ତି । ନିକଟରେ ଦଳ ଦୁଇ ଜଣ ସିଟିଂ ବିଧାୟକଙ୍କୁ ନିଲମ୍ବନ କରିବା ପରେ ଦଳରେ କମ୍ପନ ସୃଷ୍ଟି ହୋଇଥିଲା । ଦୁଇ ବିଧାୟକ ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡଙ୍କୁ ନିଲମ୍ବନ କରାଯିବା ପରେ ଆଜି ନବୀନ ନିବାସରେ ଏହି ବଡ […]

Continue reading
ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ

ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ

ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଚାଲିବ ଗଣନା । ଏପ୍ରିଲ୍‌ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା ହେବ । ତେବେ ଦ୍ବିତୀୟ ପର୍ଯ୍ୟାୟ ଜନଗଣନା କେବେ ହେବ ସେନେଇ ତାରିଖ ଘୋଷଣା କରାଯାଇ ନାହିଁ । ଜନଗଣନା କାର୍ଯ୍ୟ ପାଇଁ ରାଜ୍ୟରେ ପ୍ରାୟ ଏକ ଲକ୍ଷ […]

Continue reading
ଗୃହ ବିଭାଗରେ ୮ଶହ ଅବସରପ୍ରାପ୍ତ ପୁଲିସଙ୍କୁ ମିଳିବ ପୁନଃ ନିଯୁକ୍ତି

ଗୃହ ବିଭାଗରେ ୮ଶହ ଅବସରପ୍ରାପ୍ତ ପୁଲିସଙ୍କୁ ମିଳିବ ପୁନଃ ନିଯୁକ୍ତି

ଗୃହ ବିଭାଗରେ ୮ଶହ ଅବସରପ୍ରାପ୍ତ ପୁଲିସଙ୍କୁ ମିଳିବ ପୁନଃ ନିଯୁକ୍ତି । ନିୟମିତ ନିଯୁକ୍ତି ପରିବର୍ତ୍ତେ ଅବସରପ୍ରାପ୍ତ ASI, SI,ଏବଂ ଇନିସପେକ୍ଟରଙ୍କୁ ଚୁକ୍ତି ଭିତ୍ତିକ ନିଯୁକ୍ତି ଦେବେ ସରକାର । ଏହି ନିଯୁକ୍ତି ମିଳିବା ପରେ ସେମାନେ ସ୍ପେଶାଲ ପୁଲିସ ଅଫିସର ଭାବରେ କାର୍ଯ୍ୟ କରିବେ । ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ପୁନଃ ନିଯୁକ୍ତି ପାଇବାକୁ ଥିବା ପୋଲିସ ଅଧିକାରୀଙ୍କ ବୟସ ୬୫ ବର୍ଷ ଭିତରେ ହୋଇଥିବ । ଚାକିରି ସମୟରେଏସପିଓ ଭାବେ ଏକ ବର୍ଷ କାର୍ଯ୍ୟ […]

Continue reading